Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଜିଲ୍ଲାରେ ହଇଜା ସ୍ଥିତି ବେକାବୁ, ନେଡ଼ିଗୁଡ଼ କହୁଣିକୁ ବୋହିବା ପରେ ଚେତୁଛି ପ୍ରଶାସନ

ଜିଲ୍ଲାରେ ହଇଜା ସ୍ଥିତି ବେକାବୁ, ନେଡ଼ିଗୁଡ଼ କହୁଣିକୁ ବୋହିବା ପରେ ଚେତୁଛି ପ୍ରଶାସନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଯାଜପୁର ଜିଲ୍ଲାରେ ହଇଜା ସ୍ଥିତି ବେକାବୁ ହୋଇ ପଡିଛି । କେବଳ ଯାଜପୁର ନୁହେଁ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡିକୁ ବ୍ୟାପିଲାଣି ହଇଜା । ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କର ଦୈନିକ ମୃତ୍ୟୁ ହେଉଛି । ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୭ରେ ପହଞ୍ଚିଛି । ଯାହା ଚିନ୍ତାର ବିଷୟ ହୋଇଛି । ଦୀର୍ଘ ବର୍ଷ ପରେ ରାଜ୍ୟକୁ ହଇଜା ଫେରିବା ଯେତିକି ଚିନ୍ତାର ବିଷୟ, ଦିନକୁ ଦିନ ଏହା ନିୟନ୍ତ୍ରଣ ବାହାରକୁ ଚାଲିଯିବା ତା ଠାରୁ ଅଧିକ ଚିନ୍ତା ଜନକ ବିଷୟ ହୋଇଛି । ଆଉ ଏକ ଚିନ୍ତାର ବିଷୟ ହେଉଛି ହଇଜା ବ୍ୟାପିବାର ଦୀର୍ଘ ଦିନ ପରେ ଯେତେବେଳେ ନେଡ଼ିଗୁଡ଼ କହୁଣିକୁ ବୋହି ଯିବା ସ୍ଥିତି ଉପୁଜିଛି ସେତିକି ବେଳେ ପ୍ରଶାସନ ପଦକ୍ଷେପ ନେବା ଆରମ୍ଭ କରିଛି । ପ୍ରଥମେ ବରୀ ତହସିଲ ପରେ ବିଂଝାରପୁର, ରସୁଲପୁର ତହସିଲ ପକ୍ଷରୁ ନୋଟିସ ଜାରି କରାଯାଇ ସମସ୍ତ, ହୋଟେଲ, ଢ଼ାବା, ଜଳଖିଆ ଦୋକାନ, ଫାଷ୍ଟଫୁଡ଼ ଦୋକାନ ସହିତ ମାଛ ଚିକେନ୍ ଦୋକାନକୁ ଦୁଇ ସପ୍ତାହ ପାଇଁ ବନ୍ଦ କରାଯାଇଛି । ସହରାଞ୍ଚଳରେ ମଧ୍ୟ ବିଭିନ୍ନ ହୋଟେଲ, ଜଳଖିଆ ଦୋକାନ ଗୁଡିକୁ ବ୍ୟାପକ ଯାଞ୍ଚ କରାଯାଉଛି । କିଛି ଦୋକାନ ଓ ହୋଟେଲକୁ ସିଲ ମଧ୍ୟ କରାଯାଇଛି । ହେଲେ ବର୍ଷ ବର୍ଷ ଧରି ନିରବ ବସି ହୋଟେଲ ଓ ଜଳଖିଆ ଦୋକାନରେ ବାସି ଓ ନିମ୍ନମାନର ଖାଦ୍ୟ ବିକ୍ରୟ କରିବାକୁ ପ୍ରୋତ୍ସାହନ ଦେଉଥିବା ଜନ ସ୍ଵାସ୍ଥ୍ୟ ବିଭାଗ ଏବେ ତତ୍ପର ହୋଇ ଉଠିବା ଦେଖିବାକୁ ମିଳିଛି । ବିଭିନ୍ନ ହୋଟେଲ ଓ ଫାଷ୍ଟ ଫୁଡ଼ ଦୋକାନ ଗୁଡିକରେ ଅତି ନିମ୍ନ ମାନର ଶସ ବର୍ଷ ବର୍ଷ ଧରି ଵ୍ୟଵହାର କରାଯାଉଛି । ଏହା ମାରାତ୍ମକ ପେଟ ରୋଗର କାରଣ ସାଜିଥିଲା ବେଳେ ଏଥି ପ୍ରତି କେବେ କାହାର ନଜର ନାହିଁ । ପୂର୍ବରୁ ଏହି ବିଭାଗ ଅଧିକାରୀ ମାନେ ନିଜ କାର୍ଯ୍ୟାଳୟ ରେ ବସି ରହୁଥିଲେ କାହିଁକି ବୋଲି ସାଧାରଣରେ ପ୍ରଶ୍ନ ଉଠିଛି । ଜିଲ୍ଲାରେ ହଇଜା ବ୍ୟାପି ଚାଲିବା ବେଳେ ମଧ୍ୟ ଏହି ବିଭାଗ ନୀରବରେ ହାତ ବାନ୍ଧି ବସିଥିଲା । ହେଲେ ସ୍ଥିତି ଯେତେ ବେଳେ ଅଣାୟତ ହେଲା ଏହି ବିଭାଗର ନିଦ ଭାଙ୍ଗିଲା । ଜିଲ୍ଲା ପ୍ରଶାସନ ଅଧୀନରେ ଥିବା ଏହି ବିଭାଗ ବିଭିନ୍ନ ହୋଟେଲ ଓ ଢ଼ାବା ପ୍ରତି କେବେ ନଜର ନଦେଇ ବରଂ ନିମ୍ନମାନର ଖାଦ୍ୟ ବ୍ୟବସାୟକୁ ପ୍ରୋତ୍ସାହନ ଦେଉଥିଲା । ଜିଲ୍ଲାରେ ବ୍ୟାପୁଥିବା ହଇଜା ପଛରେ ହୋଟେଲ, ଢ଼ାବା, ଜଳଖିଆ ଦୋକାନ ଓ ଫାଷ୍ଟ ଫୁଡ଼ ଦୋକାନର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ବେଳେ ଏମାନଙ୍କୁ ଖୋଲା ଛାଡିଥିବା ଅଧିକାରୀଙ୍କ ବିରୁଦ୍ଧରେ ସରକାର ପଦକ୍ଷେପ ନ ନେବା ଜରୁରୀ ବୋଲି ବୁଦ୍ଧିଜୀବି ମତ ଦେଇଛନ୍ତି ।

Leave a comment

Your email address will not be published. Required fields are marked *