ଓଡ଼ିଶା ଲିଡ୍ସ(ଯାଜପୁର): ରାଜ୍ୟ ସରକାର କୋରେଇ ବିଧାୟକ ଆକାଶ ଦାସ ନାୟକଙ୍କୁ ଯାଜପୁର ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି । ଏହି ନିଯୁକ୍ତି ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି । ପୂର୍ବରୁ ବିଜୁ ଜନତା ଦଳ ସରକାରରେ ମୋ କଲେଜ ଅଧ୍ୟକ୍ଷ ଭାବେ ସଫଳତାର ସହିତ କାର୍ଯ୍ୟ କରିଥିଲେ ।




















