orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଜିଲ୍ଲା > ଯାଜପୁର > ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ

ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ

ଗୋପବନ୍ଧୁ ଥିଲେ ବରୀବାସୀଙ୍କ ଚିନ୍ତା ଓ ଚେତନାର ଦେବତା- ଅଧ୍ୟକ୍ଷ

ଓଡ଼ିଶା ଲିଡ୍ସ(ଯାଜପୁର): ମହାନ ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀ ଥିଲେ ବରୀବାସୀଙ୍କ ଚିନ୍ତା ଆଉ ଚେତନାର ଦେବତା । ଦେଶ ପରାଧୀନ ଥିଲା ବେଳେ ବରୀ ଅଞ୍ଚଳରେ ସ୍ୱାଧୀନତା ସଂଗ୍ରାମର ନେତୃତ୍ୱ ନେଇ ବରୀକୁ ସ୍ୱାଧୀନତା ସଂଗ୍ରାମର ଏନ୍ତୁଡ଼ି ଶାଳରେ ପରିବର୍ତ୍ତିନବକରିଥିଲେ । ତାଙ୍କ ନେତୃତ୍ୱରେ ବରୀ ତ୍ୟାଗ ଓ ବଳିଦାନର ମାଟିରେ ପରିବର୍ତ୍ତିତ ହୋଇଥିଲା । ତ୍ୟାଗ ଓ ଦେଶ ସେବାର ସେଇ ମହାନ ସନ୍ଥଙ୍କ ନାମରେ ନାମିତ ଆମ ମହାବିଦ୍ୟାଳୟ ଆଜି ରାଜ୍ୟର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନର ପରିଚୟ ପାଇଛି । ଆଜିର ପବିତ୍ର ଦିନରେ ତାଙ୍କ ଆଦର୍ଶ ଅନୁଯାୟୀ କାର୍ଯ୍ୟ କରିବା ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ । ଏହିଭଳି କହି ମହାନ ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ପ୍ରବୋଧ କୁମାର ସାମଲ ।

ଆଜି ଥିଲା ମହାନ ସ୍ୱାଧୀନତା ସଂଗ୍ରାମୀ, ପ୍ରାତଃ ସ୍ମରଣୀୟ, ଧୂଳି ମାଟିର ସନ୍ଥ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ । ଆଜି ଏହି ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ଶ୍ରାଦ୍ଧ ଦିବସ ତାଙ୍କ ନାମରେ ନାମିତ ଜିଲ୍ଲାର ଦ୍ଵିତୀୟ ପୁରାତନ ତଥା ରାଜ୍ୟର ଅନ୍ୟତମ ପୁରାତନ ମହାବିଦ୍ୟାଳୟ ବରୀ ରାମଚନ୍ଦ୍ରପୁର ସ୍ଥିତ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟରେ ପାଳିତ ହୋଇ ଯାଇଛି । ବଡ଼ି ସକାଳୁ ଅଧ୍ୟକ୍ଷ ପ୍ରଫେସର ପ୍ରବୋଧ କୁମାର ସାମଲ, ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ ମିଳିତ ହୋଇ ବ୍ରାହ୍ମଣୀ ନଦୀରେ ତିଳ ତର୍ପଣ କରିଥିଲେ । ଏହା ପରେ ପୂର୍ବାହ୍ନରେ କଲେଜ ପରିସରରେ “ସ୍ନେହ ଓ ମାଟିର ମଣିଷ: ଜନ ସେବାର ଅମର ପ୍ରତୀକ” ଶୀର୍ଷକ ଗୋପବନ୍ଧୁ ସ୍ମାରକୀ ଆଲୋଚନା ଚକ୍ର ଆୟୋଜିତ ହୋଇଥିଲା । ଅଧ୍ୟକ୍ଷ ଶ୍ରୀ ସାମଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଠ ଓଡ଼ିଆ ସମାଲୋଚକ ତଥା ଉତ୍କଳ ବିଶ୍ୱ ବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ଅବସର ପ୍ରାପ୍ତ ପ୍ରଫେସର ଡ଼ଃ ସନ୍ତୋଷ ତ୍ରିପାଠୀ, ମୁଖ୍ୟବକ୍ତା ଭାବେ ବିଶିଷ୍ଠ ଜ୍ୟୋତିର୍ବିଦ ଡ଼ଃ ପ୍ରଭଞ୍ଜନ ପତି, ସମ୍ମାନୀତ ଅତିଥି ଭାବେ ବରିଷ୍ଠ ଶିକ୍ଷାବିତ ବୃନ୍ଦାବନ ସାମଲ ଓ ଯୁଧିଷ୍ଠିର ଜେନା ଯୋଗଦେଇ ଗୋପବନ୍ଧୁ ଚୌଧୁରୀଙ୍କ ବିଷୟରେ ନିଜ ନିଜ ମତ ଦେଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଓଡ଼ିଆ ବିଭାଗ ଅଧ୍ୟାପକ ଡ଼ଃ ମୃତ୍ୟୁଞ୍ଜୟ ଦାସ ସ୍ୱାଗତ ଭାଷଣ ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ଅଧ୍ୟାପକ ସରୋଜ କୁମାର ସ୍ୱାଇଁ ମଞ୍ଚ ପରିଚାଳନା କରିଥିଲା ବେଳେ ଅଧ୍ୟାପକ ଡ଼ଃ ରାକେଶ ପରମାଣିକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଆଲୋଚନା ଚକ୍ରରେ କଲେଜର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ପୁରାତନ ଅଧ୍ୟାପକ, କର୍ମଚାରୀ ଓ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ଆଲୋଚନା ପ୍ରାରମ୍ଭରୁ ଅତିଥି ମାନେ କଲେଜ ପରିସରରେ ଥିବା ସ୍ୱର୍ଗତ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

Leave a comment

Your email address will not be published. Required fields are marked *