Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଟିମ ‘ଆଟା’ ଯାଜପୁର ଶାଖା ପକ୍ଷରୁ ମହାବିନାୟକ ପୀଠରେ ବିକ୍ଷୋଭ, x(ଏକ୍ସ)କୁ ଗୁରୁତ୍ୱ ଦେବାକୁ ଦାବି

ଟିମ ‘ଆଟା’ ଯାଜପୁର ଶାଖା ପକ୍ଷରୁ ମହାବିନାୟକ ପୀଠରେ ବିକ୍ଷୋଭ, x(ଏକ୍ସ)କୁ ଗୁରୁତ୍ୱ ଦେବାକୁ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ବିଜ୍ଞାନ ଅଗ୍ରଗତି କରିଛି । ଡିଜିଟାଲ୍ ଯୁଗରେ ସୋସିଆଲ ମିଡ଼ିଆର ଗୁରୁତ୍ୱ ବେଶ ବୃଦ୍ଧି ପାଇଛି । ସରକାର ମଧ୍ୟ ସାମାଜିକ ଗଣ ମାଧ୍ୟମକୁ ବ୍ୟାପକ ଗୁରୁତ୍ୱ ଦେଉଛନ୍ତି । ବିଭିନ୍ନ ସରକାରୀ କାର୍ଯ୍ୟକୁ ସାମାଜିକ ଗଣ ମାଧ୍ୟମ ଜରିଆରେ ଲୋକଙ୍କ ନିକଟରେ ପହଞ୍ଚା ଯାଉଛି । ଅତି କମ୍ ସମୟରେ ସର୍ବାଧିକ ଜନ ସାଧାରଣଙ୍କ ନିକଟରେ ଏହା ପହଞ୍ଚି ପାରୁଛି । ସାମାଜିକ ଗଣ ମଧ୍ୟମ ମଧ୍ୟରୁ ଟ୍ୱିଟର ଅନ୍ୟତମ ଲୋକପ୍ରିୟ ମାଧ୍ୟମ । ଏବେ ଏହାର ନାମ ବଦଳି x ‘ଏକ୍ସ’ ହୋଇଛି। ଏବେ ଏହା ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ।

ରାଜ୍ୟ ସରକାର, କେନ୍ଦ୍ର ସରକାର, ସରକାରଙ୍କ ବିଭିନ୍ନ ବିଭାଗ, ବିଭାଗୀୟ ଅଧିକାରୀ ,ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ, ସାମ୍ବାଦିକ ଏବଂ ଜନସାଧାରଣ ଏହାକୁ ବ୍ୟବହାର କରିଥାନ୍ତି। ଯେକୌଣସି ଉଚ୍ଚ ପଦସ୍ଥ ଅଧିକାରୀ କିମ୍ବା ବ୍ୟକ୍ତି ବିଶେଷ ଏକ୍ସ ମଧ୍ୟମରେ କିଛି ପୋଷ୍ଟ କଲେ ତାହା ରାଜ୍ୟ ତଥା ଦେଶର ପ୍ରମୁଖ ଖବର ହୋଇଯାଏ। ତାହା ଗଣମାଧ୍ୟମର ମୁଖ୍ୟ ଖବର ଭାବେ ସ୍ଥାନିତ ପାଇଥାଏ । ନିକଟରେ ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ୱୟଂ ଶାସିତ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶି ମଧ୍ୟ ଟ୍ୱିଟର ମାଧ୍ୟମରେ ରାଜ୍ୟ ସରକାର, ଉଚ୍ଚଶିକ୍ଷା ବିଭାଗ, କେନ୍ଦ୍ର ଉଚ୍ଚ ଶିକ୍ଷା ବିଭାଗ, ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ପ୍ରମୁଖଙ୍କୁ ଟ୍ୱିଟ୍ କରି ତାଙ୍କ ସମସ୍ୟା ବିଷୟରେ ଜଣାଇ ସମାଧାନ ପାଇଁ ନିବେଦନ କରିଥିଲେ । ହେଲେ ବିଡ଼ମ୍ବନାର ବିଷୟ ତାଙ୍କ ଟ୍ୱିଟକୁ ଗୁରୁତ୍ୱ ଦିଆଯାଇ ନଥିଲା । ଫଳରେ ନିରାଶ ହୋଇ ସେ ଆତ୍ମହତ୍ୟା କରିଥିଲେ । ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିବାର ଏକ ମାତ୍ର କାରଣ ଏକ୍ସ୍ କୁ ପ୍ରାଧାନ୍ୟ ଦିଆ ନଯିବା। ବିଗତ ଦିନ ମାନଙ୍କରେ ଏହି ଏକ୍ସ୍ ଜରିଆରେ ଅନେକ ଅଭିଯୋଗ ସରକାର ଓ ବିଭାଗୀୟ ଅଧିକାରୀ ଶୁଣୁଥିଲେ ଓ ଅଭିଯୋଗର ତୁରନ୍ତ ସମାଧାନ କରୁଥିଲେ, କିନ୍ତୁ ଏବେ ଏହାକୁ ଅଣଦେଖା କରାଯାଉଛି। ତେଣୁ ଏହାକୁ ଅଗ୍ରାଧିକାର ଦିଆଯିବା ଦାବିରେ ରାଜ୍ୟ ସ୍ତରୀୟ ସଂଗଠନ “ଆସୋସିଏସନ ଅଫ ଟ୍ୱିଟର ଆକ୍ଟିଭିଷ୍ଟି” (ଆଟା)ର ଯାଜପୁର ଜିଲ୍ଲାଶାଖା ପକ୍ଷରୁ ଜିଲ୍ଲା ସଂଯୋଜକ ସବ୍ୟସାଚୀ ସାହୁ ଓ ଜିଲ୍ଲା ଟ୍ୱିଟର ବଏ ଶ୍ରୀକାନ୍ତ ସାହୁଙ୍କ ନେତୃତ୍ୱରେ ଆଜି ଯାଜପୁର ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ମହାବିନାୟକ ମନ୍ଦିର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସରକାର ଏହାକୁ ଗୁରୁତ୍ୱ ଦେବାକୁ ସେମାନେ ଦାବି କରିଥିଲେ । ଟ୍ୱିଟରକୁ ନେଇ ମାସକୁ ଥରେ ଲୋକସଭା ଭବନରେ ସମୀକ୍ଷା ବୈଠକ କରିବା ସହିତ ଦାବିକୁ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଦାବି ହୋଇଛି ।

Leave a comment

Your email address will not be published. Required fields are marked *