Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ର୍ଜାତୀୟ > ତାମିଲନାଡୁ ଗ୍ୟାସ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ତାମିଲନାଡୁ ଗ୍ୟାସ ଟ୍ରେଜେଡିରେ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା ବେଳେ ଅନେକ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ତିରୁଭଲ୍ଲୁର ଜିଲ୍ଲାର ପେରିୟପାଲୟମ ନିକଟସ୍ଥ କନ୍ନିଗାଇପୈରରେ ଥିବା ସି ଫୁଡ୍‌ ଏକ୍ସପୋର୍ଟ ଫ୍ୟାକ୍ଟ୍ରୀରେ ଅମୋନିଆ ଗ୍ୟାସ୍‌ ଲିକ ହେବା ଫଳରେ ଏହି ଘଟଣା ଘଟିଛି । ରବିବାର ଅପରାହ୍ନରେ ଆମୋନିଆ ଗ୍ୟାସ୍ ଲିକ୍‌ ହୋଇଥିଲା । ଫଳରେ ୭ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ୬୭ ଜଣ ଅସୁସ୍ଥ ହୋଇ ପଡ଼ିଥିଲେ । ମୃତ ୭ ଜଣଙ୍କ ମଧ୍ୟରେ ପ୍ରଥମେ ୨ ଜଣ ଓଡ଼ିଆ ଶ୍ରମିକ ମୃତ୍ୟୁ ବରଣ କରିଥିଲେ କିନ୍ତୁ ଆଜି ମୃତ୍ୟୁ ସଂଖ୍ୟା ସଂଖ୍ୟାକୁ ୫କୁ ବୃଦ୍ଧି ପାଇଛି।

ଗ୍ୟାସ୍‌ ଟ୍ରାଜେଡିରେ ୫ ଜଣ ଓଡ଼ିଆ ଶ୍ରମିକ ପ୍ରାଣ ହରାଇଥିବା ଓଡ଼ିଶାର ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଆଜି ସୂଚନା ଦେଇଛନ୍ତି।ମୃତକ ଶ୍ରମିକମାନେ ହେଲେ ଜିମାନୀ ଜୁଆଙ୍ଗ, ଗୀତା ଜୁଆଙ୍ଗ, ଭୂମିଆ ଜୁଆଙ୍ଗ, ଶିବାନୀ ଓ ଫୁଲମଣି ଜୁଆଙ୍ଗ। ସମସ୍ତଙ୍କ ଘର କେନ୍ଦୁଝର ଜିଲ୍ଲାରେ ଓ ସମସ୍ତେ ମହିଳା ବୋଲି ସୂଚନା ମିଳିଛି । ସେମାନଙ୍କ ମୃତଦେହ ଓଡ଼ିଶା ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏକ ୩ ଜଣିଆ ଟିମ୍‌ ତାମିଲନାଡୁ ଗସ୍ତ କରି ଥିବା ମଧ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି।

ଏହି ଘଟଣାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଗଭୀର ଶୋକ ପ୍ରକାଶ କରିବା ସହିତ ତଦନ୍ତ କରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ମୃତକଙ୍କ ପରିବାର ଲୋକଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି। ଅପରପକ୍ଷେ ଓଡ଼ିଶା ସରକାର ମୃତ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

ପୂର୍ବତନ ମନ୍ତ୍ରୀଙ୍କ ଶୋକ

ତାମିଲନାଡୁ ଗ୍ୟାସ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଶ୍ରମିକ ମାନଙ୍କ ପରିବାର ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଏହା ସହିତ ଅନ୍ୟ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ରାଜ୍ୟ ସରକାର ଆହତ ମାନଙ୍କୁ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବାକୁ ଦାବି କରିଛନ୍ତି ।

Leave a comment

Your email address will not be published. Required fields are marked *