Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ତାଲିବାନୀ ବିଦେଶ ମନ୍ତ୍ରୀଙ୍କ ସହିତ ବୈଠକ ପରେ ଜୟଶଙ୍କର ଘୋଷଣା, କାବୁଲରେ ଦୂତାବାସ ଖୋଲିବ ଭାରତ

ତାଲିବାନୀ ବିଦେଶ ମନ୍ତ୍ରୀଙ୍କ ସହିତ ବୈଠକ ପରେ ଜୟଶଙ୍କର ଘୋଷଣା, କାବୁଲରେ ଦୂତାବାସ ଖୋଲିବ ଭାରତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତ ଗସ୍ତ କରୁଛନ୍ତି ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ ଅମିର ଖାନ ମୁତାକି । ଏହି ଗସ୍ତ ଅବସରରେ ସେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କ ସହିତ ବୈଠକ କରିଛନ୍ତି । ଅଶରଫ ଗନି ସରକାର ପତ୍ତନର ୪ ବର୍ଷ ପରେ ଏହିଭଳି ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହୋଇଛି । ଦୁଇ ଦେଶର ବୈଠକ ପରେ ଦୀର୍ଘ ୪ ବର୍ଷ ପରେ ଆଫଗାନିସ୍ତାନ ରାଜଧାନୀ କାବୁଲରେ ପୁଣି ଦୂତାବାସ ଭାରତ ଖୋଲିବ ବୋଲି ଜୟଶଙ୍କର କହିଛନ୍ତି । ଏହାଦ୍ବାରା ଭାରତ-ଆଫଗାନିସ୍ତାନ ସମ୍ବନ୍ଧ ବୃଦ୍ଧି ହେବ ବୋଲି ସେ କହିଛନ୍ତି ।

ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର କହିଛନ୍ତି ଭାରତ ସବୁବେଳେ ଆଫଗାନିସ୍ତାନକୁ ସହଯୋଗ କରିଛି । ଆଫଗାନିସ୍ତାନ ଆମ ପାଇଁ ବେଶ ଗୁରୁତ୍ବପୂର୍ଣ୍ଣ । ଆତଙ୍କବାଦ ବିରୋଧୀ ଲଢେଇରେ ଆଫଗାନ ସବୁବେଳେ ଆମ ସହ ରହିଛି । ପହଲଗାମ ଆକ୍ରମଣର ନିନ୍ଦା ମଧ୍ୟ ଆଫଗାନିସ୍ତାନ କରିଥିବା କହିଛନ୍ତି ଜୟଶଙ୍କର ।

ଆଫଗାନିସ୍ତାନରେ ଭାରତ ବିକାଶ ଓ ସହାୟତର କାମ ଜାରି ରଖିବ ବୋଲି ଜୟଶଙ୍କର କହିଛନ୍ତି । ଭାରତ ଆଫଗାନିସ୍ତାନକୁ ୨୦ଟି ଆମ୍ବୁଲାନ୍ସ ଦେବାକୁ ମଧ୍ୟ ଘୋଷଣା କରିଛି ।

ଏନେଇ ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ କହିଛନ୍ତି, ମୁଁ ଦିଲ୍ଲୀ ଆସି ବହୁତ ଖୁସି । ଏହି ଯାତ୍ରା ଦୁଇ ଦେଶ ମଧ୍ୟରେ ବୁଝାମଣାକୁ ବଢାଇବ । ଏହା ଦୁଇ ଦେଶ ପାଇଁ ବହୁତ ବଡ଼ ଏବଂ ଗୁରୁତ୍ବପୂର୍ଣ୍ଣ ରାଜନୈତିକ ପଦକ୍ଷେପ । କାବୁଲରେ ଭାରତୀୟ ଦୂତାବାସ ଘୋଷଣା କରିବା ଶୁଣି ମୁଁ ବହୁତ ଖୁସି ।

Leave a comment

Your email address will not be published. Required fields are marked *