orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ଜିଲ୍ଲା > ଯାଜପୁର > ଥାନାଧିକାରୀଙ୍କୁ କ୍ଷମା ପ୍ରାର୍ଥନା ପାଇଁ ୨୪ ଘଣ୍ଟାର କଣ୍ଟ ଦେଲେ ଇଂ ପ୍ରୀତିରଞ୍ଜନ

ଥାନାଧିକାରୀଙ୍କୁ କ୍ଷମା ପ୍ରାର୍ଥନା ପାଇଁ ୨୪ ଘଣ୍ଟାର କଣ୍ଟ ଦେଲେ ଇଂ ପ୍ରୀତିରଞ୍ଜନ

ଓଡିଶା ଲିଡ୍ସ(ଯାଜପୁର): ସାଧାରଣ ଲୋକଙ୍କୁ ଅସମ୍ମାନୀତ କରୁଛନ୍ତି କାଳିଆପାଣି ଥାନାଧିକାରୀ ।ନିର୍ବାଚିତ ଜନ ପ୍ରତିନିଧିଙ୍କୁ ବି ସମ୍ମାନ ଦେଉ ନାହାନ୍ତି । ଜାତି ନାଁ ଧରି ଗାଳିଗୁଲଜ ମଧ୍ୟ କରୁଛନ୍ତି । ନିଜେ ଥାନାଧିକାରୀ ବିଜେପିର ଗୁଣ୍ଡା ସାଜିଛନ୍ତି । ରାଜ୍ୟର ମୁଖ୍ୟମନ୍ତ୍ରୀ ଜଣେ ଅଆଦିବାସୀ ଭାଇ ହୋଇଥିଲା ବେଳେ ସୁକିନ୍ଦାର ଆଦିବାସୀ ମାନଙ୍କୁ ଅସମ୍ମାନୀତ କରିବାର ଅଧିକାର ଥାନା ଅଧିକାରୀଙ୍କୁ କିଏ ଦେଲା ବୋଲି ପ୍ରଶ୍ନ କରିବା ସହିତ କାଳିଆପାଣି ଥାନା ଅଧିକାରୀ ସର୍ବ ସମ୍ମୁଖରେ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ଦାବି କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଯଦି ସେ ସର୍ବ ସମ୍ମୁଖରେ କ୍ଷମା ପ୍ରାର୍ଥନା ନ କରନ୍ତି ତେବେ ଖଣି ଅଞ୍ଚଳକୁ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯିବ ବୋଲି କହିବା ସହିତ ଏଥିପାଇଁ ୨୪ ଘଣ୍ଟାର କଣ୍ଟ ଦେଇଛନ୍ତି ।

ଆଜି କଳିଙ୍ଗନଗର ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କୁ ଭେଟି ଏହି ଭଳି ଚରମ ବାଣୀ ଶୁଣାଇଛନ୍ତି । ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଥିଲା ବେଳେ ଗତକାଲି ବିଜେପି ସମର୍ଥିତ କର୍ମୀ କାଳିଆପାଣି ସ୍ଥିତ ଶ୍ରମିକ ସଙ୍ଗଠନର କାର୍ଯ୍ୟାଳୟରେ ପଶି ବ୍ୟାପକ ଭଙ୍ଗାରୁଜା କରିବା ସହିତ ବନ୍ଧୁକ, ଖଣ୍ଡା ଦେଖାଇ ବୋମାମାଡ଼ କରି ହତ୍ୟା ଧମକ ଦେଇଥିଲେ । ଆକ୍ରମଣକାରୀଙ୍କ ମଧ୍ୟରୁ ଜଣକୁ ଧରି ସଧାରଣ ଲୋକ ପୋଲିସ ଜିମା ଦେଇଥିଲେ । ଖଣି ଅଞ୍ଚଳ ଅଶାନ୍ତ ହେଉଥିଲା ବେଳେ କାଳିଆପାଣି ପୋଲିସ ନିରବ ବସିଛି ।

ଅପରାଧିକ କାର୍ଯ୍ୟ କଳାପରେ ରୋକ ଲଗାଇବା ବଦଳରେ ଥାନା ଅଧିକାରୀ ସାଧାରଣ ଲୋକମାନଙ୍କୁ ଅସମ୍ମାନୀତ କରି ଧମକ ଦେଉଛନ୍ତି ବୋଲି ସାଧାରଣରେ ଅଭିଯୋଗ ପରେ ଆଜି ବେଶ କଡା ଆଭିମୁଖ୍ୟ ଦେଖାଇଛନ୍ତି ପୂର୍ବତନ ମନ୍ତ୍ରୀ । ଗତକାଲି ମଧ୍ୟ ଇଂ ଘଡାଇ ଜିଲ୍ଲା ଏସ୍ପିଙ୍କ ସହିତ ଏ ନେଇ ଆଲୋଚନା କରିଥିଲେ । ଦିନକୁ ଦିନ କାଳିଆପାଣି ଠାନାଧିକାରୀଙ୍କ ବିରୁଦ୍ଧରେ ବିଭିନ୍ନ ଅଭିଯୋଗର ଫର୍ଦ୍ଦ ବଢି ଚାଲିଛି । ତାଙ୍କ ବିରୁଦ୍ଧରେ ଜନ ଅସନ୍ତୋଷ ବଢୁଥିଲା ବେଳେ ଆଗକୁ ଜିଲ୍ଲା ପୋଲିସ ମୁଖିଆ କି ପଦକ୍ଷେପ ନେଉଛନ୍ତି ତାକୁ ଅପେକ୍ଷା ।

Leave a comment

Your email address will not be published. Required fields are marked *