Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ……

ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ……

ଗଣ ଦୌଡ଼ ଓ ଶପଥ ପାଠରେ ଛାତ୍ରଛାତ୍ରୀ ସାମିଲ

ଓଡ଼ିଶା ଲିଡ୍ସ(ଦଶରଥପୁର): ଲୌହ ମାନବ ସର୍ଦ୍ଦାର ବଲ୍ଳଭ ଭାଇ ପଟେଲଙ୍କ ଜନ୍ମ ଦିବସ ଉପଲକ୍ଷେ ସାରା ଦେଶରେ ପାଳିତ ହେଉଥିବା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଦଶରଥପୁର ଥାନା ପକ୍ଷରୁ ଏକ ଗଣଦୌଡର ଆୟୋଜନ କରାଯାଇଥିଲା। ଦଶରଥପୁର ପିଏମଶ୍ରୀ ସରକାରୀ ହାଇସ୍କୁଲ ନିକଟରୁ ଆରମ୍ଭ ହୋଇଥିବା ଏହି ଗଣଦୌଡକୁ ଦଶରଥପୁର ଥାନାଧିକାରୀ ସୁବ୍ରତ କୁମାର ସାହୁ ପତାକା ଦେଖାଇ ଅନୁଷ୍ଠାନିକ ରୂପେ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଜନୀକାନ୍ତ ମଲ୍ଲିକଙ୍କ ସମେତ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷାବିତ ନାରାୟଣ ଚନ୍ଦ୍ର ସାହୁ, ପୂର୍ବତନ ସରପଞ୍ଚ ଲକ୍ଷ୍ମଣ ମଲ୍ଲିକ, ସମାଜସେବୀ ଧର୍ମାନନ୍ଦ ଧୀର, ସତ୍ୟ ରଞ୍ଜନ ଓଝା, ପଞ୍ଚାନନ ବେହେରା, ଭାବଗ୍ରାହୀ ପୁହାଣ ପ୍ରମୁଖ ଅତିଥିଭାବେ ଯୋଗ ଦେଇ ଜନନାୟକ ସର୍ଦ୍ଦାର ପଟେଲଙ୍କ ପଥ ଅନୁସରଣ କରି ଅଖଣ୍ଡ ଭାରତ ଓ ଏକତା ବଜାୟ ରଖିବା ପାଇଁ ଶପଥ ପାଠ କରିବା ସହ ଗଣଦୌଡରେ ସାମିଲ ହୋଇଥିବା ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଗଣଦୌଡ଼ ଝୁମ୍ପୁରୀ ବଜାର ଅତିକ୍ରମ କରି କଁୟାଗୋଲା-କୁଆଖିଆ ୨୦ନଂ ଜାତୀୟ ରାଜପଥ ଅନ୍ତର୍ଗତ କଟିକଟା ପଞ୍ଚାୟତ ପଞ୍ଜରାସାହି ଛକରେ ପହଞ୍ଚିଥିଲା। ଦଶରଥପୁର ଥାନାର ଅନ୍ୟ କର୍ମଚାରୀ ମାନେ ଗଣଦୌଡ଼ ପରିଚାଳନା କରିଥିବା ବେଳେ ଅଂଶଗ୍ରହଣ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଓ ଥାନାର ଗୃହରକ୍ଷୀଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ପ୍ରଦାନ କରାଯାଇଥିଲା।ପରେ ବିଦ୍ୟାଳୟ ପରିସରରେ ଆୟୋଜିତ କୁଇଜ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଥାନା ସମ୍ମୁଖରେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅଖଣ୍ଡ ଭାରତ ଓ ଏକତା ବଜାୟ ରଖିବା ପାଇଁ ଜନନାୟକ ତଥା ଲୌହ ମାନବ ସର୍ଦ୍ଦାର ପଟେଲଙ୍କ ପଥ ଅନୁସରଣ ନିମନ୍ତେ ଛାତ୍ରଛାତ୍ରୀ, ଅତିଥିଗଣଙ୍କ ସମେତ ଥାନାର ସମସ୍ତ କର୍ମଚାରୀ ଶପଥ ପାଠ ମଧ୍ୟ କରିଥିଲେ।

Leave a comment

Your email address will not be published. Required fields are marked *