orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ଦାମୋଦରଙ୍କ ସେବା ମନୋଭାବ ଆମ ପାଇଁ ପ୍ରେରଣା ହୋଇ ରହିବ-ଇଂ ପ୍ରୀତିରଞ୍ଜନ

ଦାମୋଦରଙ୍କ ସେବା ମନୋଭାବ ଆମ ପାଇଁ ପ୍ରେରଣା ହୋଇ ରହିବ-ଇଂ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ଯାଜପୁର):ଟାଟା ଷ୍ଟିଲ୍ କଳିଙ୍ଗନଗର ୟୁନିୟନ ଶାଖାର ସାଧାରଣ ସମ୍ପାଦକ ତଥା ଶ୍ରମିକ ନେତା ଦାମୋଦର ସଏଙ୍କ ଦେହାନ୍ତ ନିକଟରେ ହୋଇ ଯାଇଛି । ଜଣେ ଦରଦୀ ରାଜନେତା ଭାବେ ପରିଚୟ ସୃଷ୍ଟି କରିଥିବା ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ତାଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ଇଂ ଘଡାଇଙ୍କୁ ବିଭିନ୍ନ ସମୟରେ ଶ୍ରମିକ ମାନଙ୍କ ହକ ପାଇଁ ସଂଗ୍ରାମ କରୁଥିବା ଦେଖିବାକୁ ମିଳିଥାଏ । ସୁକିନ୍ଦା ଶ୍ରମିକ ମାନଙ୍କୁ ନେଇ ଏକ ବିଶାଳ ଶ୍ରମିକ ସଂଗଠନର ମୁଖ୍ୟ ଭାବେ ଗୁରୁ ଦାୟିତ୍ୱ ମଧ୍ୟ ବହନ କରୁଛନ୍ତି ଇଂ ଘଡାଇ । ଶ୍ରମିକ ମାନେ ସୁନାର ସୁକିନ୍ଦା ଗଢିବାରେ ବିନ୍ଧାଣି ଭାବେ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ଆର୍ଥିକ, ମାନସିକ ଓ ସ୍ବାସ୍ଥ୍ୟଗତ ବିକାଶକୁ ପ୍ରାଧାନ୍ୟ ଦେବା ଜରୁରୀ ବୋଲି କୁହନ୍ତି ଇଂ ଘଡାଇ । ବିଶେଷ କରି ଶ୍ରମିକ ମାନଙ୍କ ପିଲା ମାନେ କିଭଳି ଉଚ୍ଚଶିକ୍ଷା ପାଇ ଶିକ୍ଷିତ ହେବେ ସେଥି ପ୍ରତି ବେଶ ଯତ୍ନବାନ ମଧ୍ୟ । ନିଜ ସମୟରେ ଖଣି ଅଞ୍ଚଳରେ ସ୍କୁଲ, କଲେଜର ବିକାଶ କରିବା, ସ୍କୁଲ କଲେଜକୁ ଛାତ୍ରଛାତ୍ରୀ ମାନେ ଯିବା ଆସିବା କରିବାକୁ ବସ ବ୍ୟବସ୍ଥା କରିବା, ପିଲାମାନଙ୍କ ବୌଦ୍ଧିକ ବିକାଶ ପାଇଁ ପାର୍କ ନିର୍ମାଣ କରିବା ଆଦି ବିଭିନ୍ନ କାର୍ଯ୍ୟକ୍ରମ ମାନ କରିଥିଲେ । ଶ୍ରମିକ ଟିଏ ସମସ୍ୟାରେ ପଡିଲେ ତାଙ୍କ ନିକଟରେ ପହଂଚିବା ସହିତ ଆର୍ଥିକ ସହାୟତା ପ୍ରଦାନ କରିବାର ବହୁ ନଜିର ରହିଛି । ଅନ୍ୟପକ୍ଷରେ ଯଦି କୌଣସି ଶ୍ରମିକଟିଏ ମୃତ୍ୟୁ ବରଣ କରେ କେବଳ ତାଙ୍କ ପରିବାର ନିକଟରେ ନୁହେଁ ସ୍ମଶାନ ଘାଟରେ ରହି ଶେଷ କୃତ୍ୟ ସମ୍ପନ୍ନ କରୁଥିବା ଦେଖିବାକୁ ମିଳିଥାଏ । ଦାମୋଦର ସଏ ଜଣେ ଅତ୍ୟନ୍ତ ମେଳାପୀ ଓ ଦକ୍ଷ ସଂଗଠକ ଥିଲେ । ତାଙ୍କର ସାହସ ଓ ସେବା ମନୋଭାବ ଆମ ପାଇଁ ପ୍ରେରଣା ହୋଇ ରହିବ ବୋଲି କହିଛନ୍ତି ଇଂ ଘଡାଇ। ଏଭଳି ଦୁଃଖଦ ପରିସ୍ଥିତିରେ ତାଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣେଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି କହିଛନ୍ତି ଇଂ ଘଡାଇ ।

Leave a comment

Your email address will not be published. Required fields are marked *