orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ର୍ଜାତୀୟ > ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: କେଜ୍ରିୱାଲଙ୍କ ସମେତ ୨୩ ଅଭିଯୁକ୍ତ ଦିଲ୍ଲୀ କୋର୍ଟ ଦ୍ୱାରା ଦୋଷମୁକ୍ତ

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: କେଜ୍ରିୱାଲଙ୍କ ସମେତ ୨୩ ଅଭିଯୁକ୍ତ ଦିଲ୍ଲୀ କୋର୍ଟ ଦ୍ୱାରା ଦୋଷମୁକ୍ତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବହୁ ଚର୍ଚ୍ଚିତ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସମେତ ସମସ୍ତ ୨୩ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଛନ୍ତି। ଆଜି ମାମଲାର ଶୁଣାଣିବେଳେ କେଜ୍ରିୱାଲ ଓ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ। ସ୍ବତନ୍ତ୍ର ବିଚାରପତି ଜିତେନ୍ଦ୍ର ସିଂହ ଏହି ରାୟ ଦେଇ ସିବିଆକୁ ତୀବ୍ର ଭର୍ତ୍ସନା କରି ଏହା ଆଣିଥିବା ଅଭିଯୋଗ ବିରୋଧରେ ପ୍ରମାଣ ଉପସ୍ଥାପନ କରିପାରନାହିଁ ବୋଲି କହିଛନ୍ତି। ସିବିଆଇ ଦ୍ବାରା ଦାଖଲ କରାଯାଇଥିବା ଅଭିଯୋଗ ଫର୍ଦ୍ଦକୁ ଗ୍ରହଣ କରିବାକୁ କୋର୍ଟ ମନା କରିବା ସହିତ ମାମଲା ପରିଚାଳନା ପାଇଁ ସିବିଆଇ ପାଖରେ ଯଥେଷ୍ଟ ପ୍ରମାଣ ନାହିଁ ବୋଲି କହିଥିଲେ। କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରି କହିଛନ୍ତି ଅବକାରୀ ନୀତିରେ କୌଣସି ବ୍ୟାପକ ଷଡ଼ଯନ୍ତ୍ର କିମ୍ବା ଅପରାଧିକ ଅଭିସନ୍ଧି ନଥିଲା।

ସୂଚନାଯୋଗ୍ୟ, ୨୦୨୨-୨୩ ଦିଲ୍ଲୀ ଅବକାରୀ ନୀତିରେ ଦୁର୍ନୀତି ହୋଇଥିବା ଅଭିଯୋଗ କରି ସିବିଆଇ ମାମଲା ରୁଜୁ କରିଥିଲା। ଏହି ମମଲାରେ ଅରବିନ୍ଦଙ୍କ ସମେତ ଆମ୍‌ ଆଦମୀ ପାର୍ଟିର ଅନେକ ନେତାଙ୍କୁ ଜେଲ ଯିବାକୁ ପଡ଼ିଥିଲା। ଅରବିନ୍ଦ କେଜ୍ରିୱାଲ ମଧ୍ୟ ୬ ମାସ ଜେଲରେ ରହିଥିଲେ। ସିବିଆଇ ଓ ଇଡି ଅଭିଯୋଗ କରିଥିଲା ଯେ ସାଉଥ୍‌ ଗ୍ରୁପ୍‌ ନାମକ ଏକ ଲବିରୁ ୧୦୦ କୋଟି ଟଙ୍କା ଲାଞ୍ଚ ନିଆଯାଇଥିଲା ଓ ଏହା ବଦଳରେ ଲାଇସେନ୍ସ ଦେୟରେ ରିହାତି ଓ ଅନ୍ୟ ଲାଭ ଦିଆଯାଇଥିଲା।

କେଜ୍ରିୱାଲଙ୍କ ଆଖିରେ ଲୁହ
କୋର୍ଟରୁ ଦୋଷମୁକ୍ତ ହେବା ପରେ କେଜ୍ରିୱାଲଙ୍କ ଆଖିରେ ଲୁହ ଦେଖିବାକୁ ମିଳିଛି । ଏହି ମାମଲାକୁ ଦେଶର ସବୁଠୁ ବଡ଼ ରାଜନୈତିକ ଷଡ଼ଯନ୍ତ୍ର ବୋଲି କହି ବିଜେପିକୁ ତୀବ୍ର ସମାଲୋଚନା କରିଛନ୍ତି । ସେ କହିଛନ୍ତି ଦିଲ୍ଲୀରେ ଆମ ଆଦମୀ ପାର୍ଟିକୁ କ୍ଷମତାଚ୍ୟୁତ କରିବାକୁ ବିଜେପି ଏହି ଷଡ଼ଯନ୍ତ୍ର ରଚିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କୁ ସେ ତୀବ୍ର ସମାଲୋଚନା ମଧ୍ୟ କରିଥିଲେ ।

Leave a comment

Your email address will not be published. Required fields are marked *