orissaleads

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

Blog Post

orissaleads > ର୍ଜାତୀୟ > ଦିଲ୍ଲୀ ବିସ୍ପୋରଣ: ଶାହଙ୍କ ନିର୍ଦ୍ଦେଶ ଯିଏ ବି ଦାୟୀ ସମସ୍ତଙ୍କୁ ଧର

ଦିଲ୍ଲୀ ବିସ୍ପୋରଣ: ଶାହଙ୍କ ନିର୍ଦ୍ଦେଶ ଯିଏ ବି ଦାୟୀ ସମସ୍ତଙ୍କୁ ଧର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗୃହ ମନ୍ତ୍ରଣାଳୟ ଦିଲ୍ଲୀ ଲାଲକିଲ୍ଲାରେ ହୋଇଥିବା ବିସ୍ଫୋରଣର ତଦନ୍ତ ଏନଆଇଏକୁ ହସ୍ତାନ୍ତର କରିଛି। ଦିଲ୍ଲୀ ବିସ୍ଫୋରଣ ପଛରେ ଆତଙ୍କବାଦୀ କାର୍ଯ୍ୟ ରହିଛି ବୋଲି ସରକାର ସନ୍ଦେହ କରି ଏନଆଇଏ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । କାରଣ ଏନଆଇଏ କେବଳ ଆତଙ୍କବାଦୀ ମାମଲାଗୁଡ଼ିକର ତଦନ୍ତ କରିଥାଏ । ଲାଲକିଲ୍ଲା ନିକଟରେ ବିସ୍ଫୋରଣ ପରେ ଜାତୀୟ ରାଜଧାନୀ ଏବଂ ଦେଶର ଅନ୍ୟାନ୍ୟ ସ୍ଥାନରେ ସୁରକ୍ଷା ପରିସ୍ଥିତି ସମୀକ୍ଷା କରିବା ପାଇଁ ମଙ୍ଗଳବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦୁଇଟି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକ ପରେ ସେ କହିଛନ୍ତି ଘଟଣା ପଛରେ ଥିବା ପ୍ରତ୍ୟେକ ଅପରାଧୀଙ୍କୁ ଧରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଗୃହ ସଚିବ, ଏନଆଇଏ ଡିଜି ଏବଂ ତଦନ୍ତକାରୀ ସଂସ୍ଥାର ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ଜମ୍ମୁ ଏବଂ କାଶ୍ମୀର ପୋଲିସ ମହାନିର୍ଦ୍ଦେଶକ ନଲିନ ପ୍ରଭାତ ମଧ୍ୟ ଅନଲାଇନରେ ବୈଠକରେ ଯୋଗ ଦେଇଥିଲେ। ବୈଠକ ସମୟରେ ଉଚ୍ଚ ଅଧିକାରୀମାନେ ବିସ୍ଫୋରଣ ପରବର୍ତ୍ତି ସ୍ଥିତି ବିଷୟରେ ଅବଗତ କରିଥିଲେ ।

Leave a comment

Your email address will not be published. Required fields are marked *