Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ଦିଲ୍ଲୀ ବିସ୍ପୋରଣ: ଶାହଙ୍କ ନିର୍ଦ୍ଦେଶ ଯିଏ ବି ଦାୟୀ ସମସ୍ତଙ୍କୁ ଧର

ଦିଲ୍ଲୀ ବିସ୍ପୋରଣ: ଶାହଙ୍କ ନିର୍ଦ୍ଦେଶ ଯିଏ ବି ଦାୟୀ ସମସ୍ତଙ୍କୁ ଧର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗୃହ ମନ୍ତ୍ରଣାଳୟ ଦିଲ୍ଲୀ ଲାଲକିଲ୍ଲାରେ ହୋଇଥିବା ବିସ୍ଫୋରଣର ତଦନ୍ତ ଏନଆଇଏକୁ ହସ୍ତାନ୍ତର କରିଛି। ଦିଲ୍ଲୀ ବିସ୍ଫୋରଣ ପଛରେ ଆତଙ୍କବାଦୀ କାର୍ଯ୍ୟ ରହିଛି ବୋଲି ସରକାର ସନ୍ଦେହ କରି ଏନଆଇଏ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । କାରଣ ଏନଆଇଏ କେବଳ ଆତଙ୍କବାଦୀ ମାମଲାଗୁଡ଼ିକର ତଦନ୍ତ କରିଥାଏ । ଲାଲକିଲ୍ଲା ନିକଟରେ ବିସ୍ଫୋରଣ ପରେ ଜାତୀୟ ରାଜଧାନୀ ଏବଂ ଦେଶର ଅନ୍ୟାନ୍ୟ ସ୍ଥାନରେ ସୁରକ୍ଷା ପରିସ୍ଥିତି ସମୀକ୍ଷା କରିବା ପାଇଁ ମଙ୍ଗଳବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦୁଇଟି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକ ପରେ ସେ କହିଛନ୍ତି ଘଟଣା ପଛରେ ଥିବା ପ୍ରତ୍ୟେକ ଅପରାଧୀଙ୍କୁ ଧରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଗୃହ ସଚିବ, ଏନଆଇଏ ଡିଜି ଏବଂ ତଦନ୍ତକାରୀ ସଂସ୍ଥାର ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ଜମ୍ମୁ ଏବଂ କାଶ୍ମୀର ପୋଲିସ ମହାନିର୍ଦ୍ଦେଶକ ନଲିନ ପ୍ରଭାତ ମଧ୍ୟ ଅନଲାଇନରେ ବୈଠକରେ ଯୋଗ ଦେଇଥିଲେ। ବୈଠକ ସମୟରେ ଉଚ୍ଚ ଅଧିକାରୀମାନେ ବିସ୍ଫୋରଣ ପରବର୍ତ୍ତି ସ୍ଥିତି ବିଷୟରେ ଅବଗତ କରିଥିଲେ ।

Leave a comment

Your email address will not be published. Required fields are marked *