Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଦୁର୍ଗାପୁର ପୀଡିତା ଓ ତାଙ୍କ ମାଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ

ଦୁର୍ଗାପୁର ପୀଡିତା ଓ ତାଙ୍କ ମାଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପଶ୍ଚିମବଙ୍ଗର ଦୁର୍ଗାପୁରରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଗତକାଲି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟେଲିଫୋନ୍‌ରେ କଥା ହୋଇଛନ୍ତି। ପିଡିତାଙ୍କ ସହିତ କଥା ହେଲା ପରେ ପୀଡ଼ିତାଙ୍କ ମା’ ଓ ମେଡିକାଲରେ ଉପସ୍ଥିତ ଥିବା ଓଡ଼ିଶା ମହିଳା କମିସନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । କଥା ହେବା ସମୟରେ ମୁଖ୍ୟମନ୍ତ୍ରୀ ପୀଡ଼ିତାଙ୍କୁ କହିଥିଲେ ଯେ ଚିନ୍ତା କରନାହିଁ, ଓଡ଼ିଶା ସରକାର ସମ୍ପୂର୍ଣ୍ଣ ଭାବେ ତୁମ ସହିତ ଅଛନ୍ତି। ଯେପରି ଶୀଘ୍ର ସୁସ୍ଥ ହୋଇ ସାମାନ୍ୟ ଜୀବନଯାପନ କରି ଶିକ୍ଷାକ୍ଷେତ୍ରରେ ଆଗକୁ ବଢ଼ିବେ ସେଥିପାଇଁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ଏଥିପାଇଁ ନିୟମ ଅନୁଯାୟୀ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

ପୀଡ଼ିତାଙ୍କ ମା’ଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ। ଘଟଣାରେ ସଂପୃକ୍ତ ଅପରାଧୀମାନେ ଯେପରି ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇବେ ସେଥିପାଇଁ ଓଡ଼ିଶା ସରକାର ଉଦ୍ୟମ ଜାରି ରଖିଛନ୍ତି। ଉପସ୍ଥିତ ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗ ରକ୍ଷା କରି ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ଉଦ୍ୟମ ସହ ଚାପ ସୃଷ୍ଟି କରିବା ପାଇଁ ସବୁ ଫୋରମ୍‌ ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ପୀଡ଼ିତାଙ୍କ ବାପାଙ୍କ ସହିତ ମଧ୍ୟ କଥା ହୋଇଥିଲେ।

Leave a comment

Your email address will not be published. Required fields are marked *