Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ନନ୍ଦଲାଲଜୀଉ ମଠରେ ମୁରୁଜ ପ୍ରତିଯୋଗିତା

ନନ୍ଦଲାଲଜୀଉ ମଠରେ ମୁରୁଜ ପ୍ରତିଯୋଗିତା

ଓଡ଼ିଶା ଲିଡ୍ସ(ଯାଜପୁର):ବରୀ ବ୍ଲକ ଭଅଁରା ଗ୍ରାମ ସ୍ଥିତ ନନ୍ଦଲାଲଜୀଉ ମଠ ପରିସରରେ କାର୍ତ୍ତିକ ମାସ ପଞ୍ଚୁକ ଅବସରରେ ଏକ ମୁରୁଜ ପ୍ରତିଯୋଗିତା ଆୟୋଜିତ ହୋଇ ଯାଇଛି । ଯୁବ ସାମ୍ବାଦିକ ବିଶ୍ୱଭୂଷଣ ଜେନାଙ୍କ ତତ୍ୱାବଧାନରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେlଇଥିଲା l ଗ୍ରାମର ଛୋଟ ଛୋଟ ପିଲାମାନେ ମୁରୁଜ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ବିଭିନ୍ନ ସୁନ୍ଦରଚିତ୍ର ମାନ ଆଙ୍କିଥିଲେ l ପ୍ରତିଯୋଗିତାର ଶେଷରେ ସ୍ଥାନୀୟ ଅଞ୍ଚଳର ଅଧିବାସୀ ପ୍ରଫୁଲ କୁମାର ଜେନା, ଶିକ୍ଷକ ଶରତ ଚନ୍ଦ୍ର ଜେନା, ମଠାଧିସ ମହାରାଜ ରାମେଶ୍ୱର ଦାଶ ଯୋଗଦେଇ ମୁରୁଜ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଥିବା ଗୀତାଞ୍ଜଳି ଓଝା, ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବର୍ଷା ରାଣୀ ବେହେରା, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରିୟଙ୍କା ଜେନା ଓ ରୀତାଞ୍ଜଳି ଓଝାଙ୍କୁ ପୁରସ୍କୃତ ପ୍ରଦାନ କରିଥିବା ବେଳେ ଅନ୍ୟପ୍ରତି ଯୋଗୀ ମାନଙ୍କୁ ସାନ୍ତ୍ୱନା ମୂଳକ ପୁରସ୍କାର ପ୍ରଦାନ କରିଥିଲେ l କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବେଦପ୍ରକାଶ ବାରିକ, ଶ୍ୱେତପଦ୍ମା ଜେନା, ସୁଶ୍ରୀ ସଂଗୀତା ଜେନା, ସୁପ୍ରଭା ଜେନା ପ୍ରମୁଖ ସହଯୋଗ କରିଥିଲେ l

Leave a comment

Your email address will not be published. Required fields are marked *