orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ରାଜ୍ୟ > ନବୀନଙ୍କ ପରାମର୍ଶ: ଦୁବେ ମନସ୍ତତ୍ତ୍ବବିତ୍‌ଙ୍କୁ ଦେଖାନ୍ତୁ

ନବୀନଙ୍କ ପରାମର୍ଶ: ଦୁବେ ମନସ୍ତତ୍ତ୍ବବିତ୍‌ଙ୍କୁ ଦେଖାନ୍ତୁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟସଭା ସାଂସଦଙ୍କ ମନ୍ତବ୍ୟକୁ ନେଇ ମୁଁ ଆଶ୍ଚର୍ଯ୍ୟ ବୋଲି କହିଛନ୍ତି ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ନିଶିକାନ୍ତ ଦୁବେ ମାନସିକ ରୋଗ ଡାକ୍ତରଙ୍କୁ ଦେଖାନ୍ତୁ ବୋଲି ମଧ୍ୟ ପରାମର୍ଶ ଦେଇଛନ୍ତି ନବୀନ । ଏପଟେ ମନୋରମା ମହାନ୍ତିଙ୍କ ବାସଭବନରେ ପୋଲିସ ପଶିବାକୁ ମଧ୍ୟ ନିନ୍ଦା କରିଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ଏହା ଅଗଣତାନ୍ତ୍ରିକ । ଏପରି ସ୍ଥିତିରେ କଣ ଗଣତନ୍ତ୍ର ତାହା ଜଣାପଡୁଛି । ବିଜୁ ବାବୁଙ୍କୁ ନେଇ ବିବୃତି ଦେବା ପରେ ଗତକାଲି ସଂସଦର ଆଇଟି ଓ କମ୍ୟୁନିକେସନ ଷ୍ଟାଣ୍ଡି କମିଟିରୁ ଇସ୍ତଫା ଦେଇଥିଲେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ମନ୍ତବ୍ୟକୁ ବିରୋଧ କରି ସେ ଇସ୍ତଫା ଦେଇଛନ୍ତି । ରାଜ୍ୟସଭା ଷ୍ଟାଣ୍ଡିଂ କମିଟିରୁ ଇସ୍ତଫା ଦେଇଥିବା ନେଇ ସୋସିଆଲ ମିଡ଼ିଆରେ ପୋଷ୍ଟ କରିଥିଲେ । ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ନିଶିକାନ୍ତ ଦୁବେ ବିଜୁ ବାବୁଙ୍କ ନେଇ ଅପମାନଜନକ ମନ୍ତବ୍ୟ ଦେଇଥିଲେ । ମନ୍ତବ୍ୟକୁ ଖଣ୍ଡନ କରିବା ସହ ଏହାର ପ୍ରତିବାଦରେ ଷ୍ଟାଣ୍ଡିଂ କମିଟିରୁ ଇସ୍ତଫା ଦେଇଥିବା ଜଣାଇଛନ୍ତି । ବିଜୁ ଏବଂ ନେହରୁଙ୍କୁ ସିଆଇଏ ସହ ଯୋଡିଛନ୍ତି ନିଶିକାନ୍ତ ଦୁବେ । ଯାହାକୁ ନେଇ ରାଜନୀତି ତୀବ୍ର ହୋଇଛି । ସାରା ରାଜ୍ୟରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ମଧ୍ୟ ସୃଷ୍ଟି ହୋଇଛି । ଆଜି ଏହାର ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛି ବିଜୁ ଛାତ୍ର ସଙ୍ଘ । ନିଶିକାନ୍ତ ଦୁବେ ନିସର୍ତ୍ତକ୍ଷମା ମାଗିବାକୁ ଦାବି କରିଛି ବିଜୁ ଛାତ୍ର ଜନତା ଦଳ ।

Leave a comment

Your email address will not be published. Required fields are marked *