orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ରାଜ୍ୟ > ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ଇଂ ପ୍ରୀତିରଞ୍ଜନ ଘଡାଇ

ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ଆସନ୍ତା ୨୨ ତାରିଖ ଦିନ ମୁମ୍ବାଇ ଗସ୍ତ କରୁଛନ୍ତି । ଏ ନେଇ ନବୀନ ପଟ୍ଟନାୟକ ନିଜ ଏକ୍ସ ରେ ସୂଚନା ଦେଇଛନ୍ତି । ଏହି ଖବର ପ୍ରକାଶ ପରେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ନିଜ ବାର୍ତ୍ତାରେ ସେ କହିଛନ୍ତି ମାନ୍ୟବର ବିଜେଡି ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରୁଛି।
ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଓଡ଼ିଶାବାସୀଙ୍କ ପ୍ରତି ଆହୁରି ଅନେକ ବର୍ଷ ଉତ୍ସର୍ଗୀକୃତ ସେବା ପାଇଁ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

Leave a comment

Your email address will not be published. Required fields are marked *