Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ନରେନ୍ଦ୍ର ମୋଦୀ ଷ୍ଟାଡିୟମକୁ ବୋମାରେ ଉଡାଇଦେବୁ, ମେଲରେ ଧମକ ପୂର୍ଣ୍ଣ ଚିଠି

ନରେନ୍ଦ୍ର ମୋଦୀ ଷ୍ଟାଡିୟମକୁ ବୋମାରେ ଉଡାଇଦେବୁ, ମେଲରେ ଧମକ ପୂର୍ଣ୍ଣ ଚିଠି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଅପରେଶନ ସିନ୍ଦୁର ଜରିଆରେ ଇଣ୍ଡିଆନ୍ ଆର୍ମି ପାକିସ୍ତାନ ଏବଂ ପାକିସ୍ତାନ କବଜାରେ ଥିବା କାଶ୍ମୀରର ୯ଟି ଠିକଣାକୁ ଟାର୍ଗେଟ୍ କରି ଧ୍ବଂସ କରିଛି ।
ଭାରତୀୟ ସେନା ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା କାର୍ଯ୍ୟ ଆରମ୍ଭ କରିଛି । ଶତ୍ରୁଦେଶ ପାକିସ୍ତାନ ଏବେ ଥରହର । ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରିକେଟ ପ୍ରତିଯୋଗିତା ଆଇପିଏଲ୍ ୨୦୨୫ ଚାଲିଥିବା ବେଳେ ପାକିସ୍ତାନ ନାମରେ ଆସିଥିବା ମେଲରେ ଅହମ୍ମଦାବାଦରେ ଥିବା ନରେନ୍ଦ୍ର ମୋଦୀ କ୍ରିକେଟ୍ ଷ୍ଟାଡିୟମକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି । ଗୁଜୁରାଟ କ୍ରିକେଟ୍ ଆସୋସିଏସନର ଅଫିସିଆଲ୍ ଇ-ମେଲରେ ଷ୍ଟାଡିୟମକୁ ଉଡାଇ ଦେବାକୁ ଧମକ ମିଳିଛି । ତେବେ ଇମେଲ୍ ମିଳିବା କ୍ଷଣି ଏବେ ସୁରକ୍ଷା ବ୍ୟବସ୍ଥାକୁ କଡା କଡ଼ି କରାଯାଇଛି । ଏହି ମେଲରେ ଲେଖାଯାଇଛି, ଆମେ ତୁମ ଷ୍ଟାଡିୟମକୁ ବୋମାରେ ଉଡାଇଦେବୁ ।

Leave a comment

Your email address will not be published. Required fields are marked *