orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ରାଜ୍ୟ > ନିଆରା ମଣିଷ ଡାକ୍ତର ନିହାର ରଞ୍ଜନ କର, ସେବା ସହିତ ସମାଜ ସେବାକୁ କରିଛନ୍ତି ବ୍ରତ

ନିଆରା ମଣିଷ ଡାକ୍ତର ନିହାର ରଞ୍ଜନ କର, ସେବା ସହିତ ସମାଜ ସେବାକୁ କରିଛନ୍ତି ବ୍ରତ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ପେଶାରେ ସେ ଜଣେ ଡାକ୍ତର । ଡାକ୍ତର ନିହାର ରଞ୍ଜନ କର । ରୋଗୀ ସେବାକୁ ପ୍ରାଥମିକତା ଦେଉଥିଲା ବେଳେ ସମାଜ ସେବା ପ୍ରତି ରହିଛି ଗଭୀର ଆନ୍ତରିକତା । ନିଜର ନିଷ୍ଠାପର ସେବା ସହିତ ସମାଜ ସେବା ପାଇଁ ସେ ସମସ୍ତଙ୍କ ପ୍ରିୟ ହୋଇ ପାରିଛନ୍ତି । ସମାଜର ଦୁସ୍ଥ ,ଅବହେଳିତ କିଭଳି ସ୍ୱାସ୍ଥ୍ୟ ସେବାରୁ ବଞ୍ଚିତ ନହେବେ ଏହା ତାଙ୍କ ମୂଳ ଲକ୍ଷ । ଯେ କୌଣସି ରୋଗୀ ଟିଏ ତାଙ୍କ ନିକଟକୁ ଆସିଲେ ରୋଗୀର ସାହାରା ସାଜିବା ଓ ରୋଗ ମୁକ୍ତ କରିବା ତାଙ୍କର ମୂଳ ଲକ୍ଷ୍ୟ । ବେଶ ଲୋକପ୍ରିୟ ହୋଇ ସାରିଥିବା ଏହି ଯୁବ ଡାକ୍ତର ବେଶ ସାଧା ସିଧା ଓ ସରଳ । ସମାଜର ପଛ ଧାଡିରେ ଥିବା ଅସହାୟ ଗରିବଙ୍କ ପାଇଁ ନିଜକୁ ସମର୍ପିତ କରିଥିବା ମଣିଷ ହେଉଛନ୍ତି କବାଟ ବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ନିହାର ରଞ୍ଜନ କର । ସକାଳୁ ରାତି ଯାଏ ଡାକ୍ତର କର ରୋଗୀଙ୍କ ପଛରେ ପଡିଥାନ୍ତି। ରୋଗୀ ସେବା ପାଇଁ ତାଙ୍କ ନିକଟରେ କୌଣସି ସମୟ ସାରଣୀ ନାହିଁ । ଯିଏ ଯେତେବେଳେ ଆସିଲା ତାର ତୁରନ୍ତ ଚିକିତ୍ସା କରିବା ସହିତ ଅଭାବ ଅସୁବିଧା ବୁଝି ସହାୟତା ପ୍ରଦାନ ତାଙ୍କ ଲକ୍ଷ । ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଂଚିବା ପର ଠାରୁ ନିଜ ବାସ ଭବନକୁ ଫେରିବାର କୌଣସି ସମୟ ନଥାଏ ତାଙ୍କ ପାଇଁ । ଯେ ପର୍ଯ୍ୟନ୍ତ ରୋଗୀଙ୍କ ଧାଡି ଲାଗିଥାଏ, ସେ ପର୍ଯ୍ୟନ୍ତ ସେ ଚିକିତ୍ସାଳୟରେ ଉପସ୍ଥିତ ଥିବା ଦେଖିବାକୁ ମିଳିଥାଏ । ନିଜ ଡ୍ୟୁଟି ସମୟ ପରେ ବି ରୋଗୀଙ୍କୁ ଚିକିତ୍ସା କରାଇବା ଓ ଔଷଧ ପ୍ରଦାନ କରିବାରେ ଅବହେଳା କରନ୍ତି ନାହିଁ ଡାକ୍ତର କର । ନିକଟସ୍ଥ ଅଞ୍ଚଳରେ କୌଣସି ରୋଗୀ ବିଷୟରେ ଖବର ପାଇଲେ ଖରା, ବର୍ଷା, ଶୀତ କାକରକୁ ଖାତିର ନକରି ତା ନିକଟରେ ପହଞ୍ଚି ଚିକିତ୍ସା କରିବାର ନଜିର ବହୁତ ରହିଛି ।

ଏଭଳି ଜଣେ ନିଆରା ଡାକ୍ତର କେବଳ ଯାଜପୁର ଜିଲ୍ଲା ନୁହେଁ ବରଂ ରାଜ୍ୟରେ କମ ମିଳିବେ । ଖାଲି ରୋଗୀ ଚିକିତ୍ସାରେ ଅଟକି ଯାଇ ନାହାନ୍ତି ଡାକ୍ତର କର । ଆମ ସମାଜ ଏବଂ ଆମ ପରିବେଶ କିଭଳି ସୁସ୍ଥ ରହିବ ସେ ଦିଗରେ ବେଶ ଯତ୍ନବାନ ମଧ୍ୟ । ବିଭିନ୍ନ ସମୟରେ ରକ୍ତଦାନ ଶିବିର, ସ୍ୱାସ୍ଥ୍ୟ ଶିବିର ଏବଂ ବୃକ୍ଷ ରୋପଣ ଭଳି କାର୍ଯ୍ୟକ୍ରମ ଆୟୋଜନ କରି ସେ ସମସ୍ତଙ୍କ ପ୍ରିୟ ହୋଇ ପାରିଛନ୍ତି । ଡାକ୍ତର କରଙ୍କ ଏହି ନିଆରା ପଣ ତାଙ୍କୁ ସମସ୍ତଙ୍କ ପ୍ରିୟ କରି ପାରିଛି । ସମସ୍ତଙ୍କ ମୁହଁରେ ଆଜି ତାଙ୍କ ପ୍ରଶଂସା ଶୁଣିବାକୁ ମିଳୁଛି ।

Leave a comment

Your email address will not be published. Required fields are marked *