Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣ ଦୌଡରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ କ୍ରୀଡ଼ା ମନ୍ତ୍ରୀ

ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣ ଦୌଡରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ କ୍ରୀଡ଼ା ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଓ ବିଜେପି ଜନତା ଯୁବ ମୋର୍ଚ୍ଚା ଦ୍ଵାରା ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଭୁବନେଶ୍ୱର ଠାରେ ନମୋ ଯୁବ ରନ ମାରାଥନ ଆୟୋଜିତ ହୋଇଯାଇଛି ।

କଳିଙ୍ଗ ଷ୍ଟାଡିୟମରୁ ଜନତା ମଇଦାନ ପର୍ଯ୍ୟନ୍ତ ଆୟୋଜିତ ଏହି ମିନି ମାରାଥନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସମେତ ପ୍ରାୟ ୧୦ ହଜାର ଯୁବ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବିଧାୟକ ବାବୁ ସିଂ, ବିଧାୟକ ତଥା ଅଭିନେତା ସିଦ୍ଧାନ୍ତ ମହପାତ୍ର ଓ ଅନ୍ୟାନ୍ୟ ବରିଷ୍ଠ ନେତା ଯୋଗଦେଇଥିଲେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ସାରା ଦେଶର ୭୫ ସହରରେ ଏହି ଗଣ ଦୌଡ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଯୁବ ପିଢ଼ିକୁ ନିଶା ଠାରୁ ଦୂରେଇ ରଖିବା, ଆଗାମି ୨୦୪୭ ରେ ଯୁବକଙ୍କୁ ନେଇ ଶସକ୍ତ, ସମୃଦ୍ଧ ରାଜ୍ୟ ଓ ଦେଶ ଗଠନ ଦିଗରେ ସେମାନଙ୍କୁ ଆଗକୁ ନେବାର ବାର୍ତ୍ତା ଦିଆଯାଇଛି । ଏହି ଦୌଡ଼ରେ ଯୁବ ୭୫ ବର୍ଷୀୟା ଉର୍ମିଳା ଦାସ ମଧ୍ୟ ସାମିଲ ହୋଇଥିଲେ । ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯିଗୀଙ୍କୁ ୨୫ ହଜାର, ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧୫ ହଜାର ଓ ତୃତୀୟ ସ୍ଥାନ ପାଇଁ ୧୦ ହଜାର ଟଙ୍କା ଚତୁର୍ଥ ସ୍ଥାନ ପାଇଁ ୫ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା ।

Leave a comment

Your email address will not be published. Required fields are marked *