Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଜିଲ୍ଲା > ଯାଜପୁର > ନିଶୁଳ୍କ ସ୍ୱାସ୍ଥ୍ୟସେବା ଶିବିର: ୫ଶହରୁ ଉର୍ଦ୍ଧ୍ଵ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସହିତ ମାଗଣା ଔଷଧ ଓ ରିଲିଫ ବଣ୍ଟନ

ନିଶୁଳ୍କ ସ୍ୱାସ୍ଥ୍ୟସେବା ଶିବିର: ୫ଶହରୁ ଉର୍ଦ୍ଧ୍ଵ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସହିତ ମାଗଣା ଔଷଧ ଓ ରିଲିଫ ବଣ୍ଟନ

ଓଡ଼ିଶା ଲିଡ୍ସ(ଯାଜପୁର/ବରୀ): ଭୁବନେଶ୍ୱର ସ୍ଥିତ ଇଣ୍ଟରନ୍ୟାସନାଲ ଗୀତା ମିଶନ ପକ୍ଷରୁ ବରୀ ବ୍ଲକ ନୂଆଗାଁ ସ୍ଥିତ ବଳଦେବ ଜୀଉ ଯୁବକ ସଂଘ ସହଯୋଗରେ ନିଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ଓ ରିଲିଫ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ଶିବିରରେ ୫ ଶହରୁ ଉର୍ଦ୍ଧ୍ଵ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସହିତ ମାଗଣା ଔଷଧ ବଣ୍ଟନ କରାଯିବା ସହିତ ରିଲିଫ ବଣ୍ଟନ କରାଯାଇଥିଲା । ଉକ୍ତ ଶିବିରରେ ଏସସିବି ମେଡିକାଲ କଲେଜର ବରିଷ୍ଠ ଭେଷଜ ବିଭାଗ ବିଶେଷଜ୍ଞ ଡାକ୍ତର ଭବାନୀ ଶଙ୍କର ଦାସ ଓ ଟାଙ୍ଗି ଖୋର୍ଦ୍ଧାର ବରିଷ୍ଠ ଭେଷଜ ବିଶେଷଜ୍ଞ ଡାକ୍ତର ମାନସ ରଞ୍ଜନ ବରୀସାଲ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଡ଼ଃ ସ୍ୱାମୀ ଚିଦାନନ୍ଦ ବ୍ରହ୍ମଚାରୀଙ୍କ ମାର୍ଗ ଦର୍ଶନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଉକ୍ତ ଶିବିରକୁ ଅନୁପ ଦେ, ଝରଣାବାଳା ଦାସ, ସ୍ୱପ୍ନା ସାହୁ, ନମିତା ଦାସ, ଭୁବନେଶ୍ଵରୀ ବରୀସାଲ, ରଶ୍ମିତା ରଥ, ଶ୍ରୀନିବାସ ସାହୁ, ସଚିନ୍ଦ୍ର ଦାସ, ପରେଶ ସ୍ୱାଇଁ, ସଞ୍ଜୟ ରାଉତ, ସଂକର୍ଷଣ ରାଉତ ପ୍ରମୁଖ ପରିଚାଳନା କରିଥିଲେ ।

Leave a comment

Your email address will not be published. Required fields are marked *