Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ନୂଆପଡ଼ା ଦଖଲ ପାଇଁ ତିନି ଦଳ ଆଙ୍କୁଛନ୍ତି ରଣନୀତି

ନୂଆପଡ଼ା ଦଖଲ ପାଇଁ ତିନି ଦଳ ଆଙ୍କୁଛନ୍ତି ରଣନୀତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ତିନି ଦଳ ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି । ପ୍ରାର୍ଥୀ ଘୋଷଣା ପରେ ୩ ଦଳ ଏବେ ନିର୍ବାଚନୀ ରଣନୀତି ଆଙ୍କିବାରେ ବ୍ୟସ୍ତ । ବିଜେପି ସଭାପତି ମନମୋହନ ସାମଲ ଦକର ବିଭିନ୍ନ ନେତାଙ୍କୁ ବୁଥ ଓ ମଣ୍ଡଳ ଦାୟିତ୍ୱ ପ୍ରଦାନ କରିଛନ୍ତି । ଦଳର ନେତା ମାନଙ୍କୁ ନିର୍ବାଚନ ନସରିବା ଯାଏଁ ନୂଆପଡା ନଛାଡିବାକୁ ବି ନିର୍ଦ୍ଦେଶ ଦେଇଛି ଦଳ । ଶାସକ ଦଳ ଭାବେ ନିର୍ବାଚନକୁ ସର୍ବାଧିକ ଗୁରୁତ୍ୱ ଦେଉଛି ଦଳ ।

ମୁଖ୍ୟ ଵିରୋଧି ଦଳ ବିଜେଡି ମଧ୍ୟ ପଛରେ ପଡ଼ିନାହିଁ । ଦଳ ବିଭିନ୍ନ ନେତାଙ୍କୁ ବ୍ଲକ ଓ ଏନଏସି ଦାୟିତ୍ୱ ବଣ୍ଟନ କରିଛି । ଏହା ସହିତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଧ୍ୟ ଘୋଷଣା କରି ସାରିଛି । ପ୍ରମୁଖ କଥା ହେଲା ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କରିବାକୁ ନୂଆପଡା ଯିବାକୁ ନିଷ୍ପତି ନେଇଛନ୍ତି । ଯାହା ଦଳର ପ୍ରାର୍ଥୀ, ନେତା ଓ କର୍ମୀଙ୍କୁ ଉତ୍ସାହିତ କରିଛି । ଅନ୍ୟପକ୍ଷରେ ଷ୍ଟିୟରିଂ ଏବଂ ମନିଟରିଂ କମିଟି କରି ନିର୍ବାଚନ ପରିଚାଳନା କରିବାକୁ କଂଗ୍ରେସର ରଣନୀତି ପ୍ରସ୍ତୁତ କରିଛି ।
ପ୍ରାର୍ଥୀ ଚୟନ ପରେ ଏବେ ନିର୍ବାଚନ ପ୍ରଚାର ଏବଂ ପରିଚାଳନାକୁ ତିନି ଦଳ ପ୍ରାଧାନ୍ୟ ଦେଇଛନ୍ତି । ବିଜେପି ଓ କଂଗ୍ରେସ ପାଇଁ ପଡୋଶୀ ଛତିଶଗଡି ନେତା ପ୍ରଚାର କରିବାକୁ ଆସୁଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଥରେ ନିର୍ବାଚନ ପ୍ରଚାର କରି ସାରିଥିଲା ବେଳେ ଆହୁରି ୨ ଥର ନୂଆପଡା ଯାଇ ଦଳ ପାଇଁ ମାରାଥନ ପ୍ରଚାର କରିବେ ବୋଲି ସୂଚନା ମିଳିଛି।ନୂଆପଡ଼ାରେ ଆଦିବାସୀ ଭୋଟରଙ୍କ ସଂଖ୍ୟା ଅଧିକ ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କ ଭୋଟ ଦଳ ସପକ୍ଷକୁ ଆଣିବାକୁ ଉଦ୍ୟମ କରିବେ । ବିଜେପି ପାଇଁ ଛତିଶଗଡ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଆଗଧାଡ଼ିର ନେତା ମଧ୍ୟ ନିର୍ବାଚନ ମୈଦାନକୁ ଓହ୍ଲାଇବାକୁ ସ୍ଥିର ହୋଇଛି।

ପିସିସି ସଭାପତି ଭକ୍ତ ଚରଣ ଦାସ ନୂଆପଡାରେ ଡେରା ପକାଇଛନ୍ତି । କଂଗ୍ରେସ ନିର୍ବାଚନ ପରିଚାଳନା ପାଇଁ ୨ଟି କମିଟି ଗଠନ କରିଛି । ନୂଆପଡ଼ାରେ କଂଗ୍ରେସର ସ୍ଥିତି ଦୃଢ଼ ଥିବାରୁ କଂଗ୍ରେସ ବାଜି ମାରିବା ଲକ୍ଷରେ ରହିଛି । କଂଗ୍ରେସ ଯେଉଁ ୧୦ ଜଣିଆ ଷ୍ଟିୟରିଂ କମିଟି ଗଠନ କରିଛି ସେଥିରେ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ସହ ୭ ବିଧାୟକଙ୍କ ନାମ ସାମିଲ ହୋଇଛି । ସେହିପରି ୨୧ ଜଣିଆ ମନିଟରିଂ କମିଟିରେ ପୂର୍ବତନ ବିଧାୟକ ଏବଂ ଜିଲ୍ଲା ସଭାପତିମାନେ ରହିଛନ୍ତି। ପ୍ରଚାର ପାଇଁ କଂଗ୍ରେସ ମଧ୍ୟ ଛତିଶଗଡ ନେତାଙ୍କ ସହ କେନ୍ଦ୍ର ନେତୃତ୍ୱଙ୍କୁ ବି ମୈଦାନକୁ ଓହ୍ଲାଇବାକୁ ଯୋଜନା କରିଛି । ଏହି ଉପନିର୍ବାଚନରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବା ନିଶ୍ଚିତ ।

Leave a comment

Your email address will not be published. Required fields are marked *