Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ନୂଆପଡା ପାଇଁ ପ୍ରାର୍ଥୀ ଚିନ୍ତାରେ ବିଜେଡି

ନୂଆପଡା ପାଇଁ ପ୍ରାର୍ଥୀ ଚିନ୍ତାରେ ବିଜେଡି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଜୟ ଢୋଲକିଆ ବିଜେପିରେ ମିଶିବା ପରେ ବିଜେଡି ନୂଆପଡା ପ୍ରାର୍ଥୀଙ୍କୁ ନେଇ ଏବେ ଚିନ୍ତାରେ ପଡିଛି । ବିଜେଡିକୁ ଉପଯୁକ୍ତ ପ୍ରାର୍ଥୀ ମିଳୁ ନାହାନ୍ତି ବୋଲି ଚର୍ଚ୍ଚା ହେଉଛି । ଦଳର ଏହି ସ୍ଥିତି ଦଳର କର୍ମୀଙ୍କ ମଧ୍ୟରେ ନୈରାଶ୍ୟ ସୃଷ୍ଟି କରିଛି । ବିଜେଡି ଜୟଙ୍କୁ ପ୍ରାର୍ଥୀ କରି ଅନୁକମ୍ପା ଭୋଟ ହାସଲ କରି ବିଜୟୀ ହେବାକୁ ସ୍ୱପ୍ନ ଦେଖିଥିଲା । କିନ୍ତୁ ଜୟ ହଠାତ ବିଜେଡି ଛାଡି ବିଜେପିରେ ସାମିଲ ହୋଇଗଲେ ।

ନୂଆପଡା ପାଇଁ ପ୍ରାର୍ଥୀ ଚୟନ କରିବାକୁ ସୁପ୍ରିମୋ ନବୀନ ପଟ୍ଟନାୟକ କୋର କମିଟି ଗଠନ କରିଛନ୍ତି । ଏହି କମିଟିରେ ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାସବର୍ମା, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ପ୍ରତାପ ଜେନା ଓ ବିଶ୍ବରଞ୍ଜନ ମଲ୍ଲିକଙ୍କ ଭଳି ନେତା ସାମିଲ ଅଛନ୍ତି । ଏମାନେ ନୂଆପଡା ଯାଇ ସ୍ଥାନୀୟ ନେତା ଓ କର୍ମୀଙ୍କ ସହ ଆଲୋଚନା କରିବେ ଓ ନବୀନଙ୍କୁ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ପ୍ରଦାନ କରିବେ ।

ବିଜେଡି ପ୍ରାର୍ଥୀ ହେବାକୁ ରେସରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ଭାନୁପ୍ରତାପ ସିଂ ମାଝୀ ଆଗରେ ଥିବା ଚର୍ଚ୍ଚା ହେଉଛି । ଗତ ସାଧାରଣ ନିର୍ବାଚନ ବେଳେ ଦଳ ବିରୋଧୀ କାମ ଯୋଗୁଁ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା । ଦଳ ଏବେ ପର୍ଯ୍ୟନ୍ତ ତାଙ୍କ ଉପରୁ ନିଲମ୍ବନ ଉଠାଇ ନାହିଁ । ସେହିପରି ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଘାସିରାମ ମାଝୀଙ୍କ ଝିଅ ସରୋଜିନୀ ମାଝୀ, ନୂଆପଡା ଜିଲ୍ଲା ବିଜେଡି ସଭାପତି ଅବନୀ ଯୋଶୀ ଓ ପୂର୍ବତନ ଜିଲ୍ଲା ବିଜେଡି ସଭାପତି ମନୋଜ ମିଶ୍ରଙ୍କ ନାଁକୁ ନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି। ହେଲେ ବିଜେଡି କାହା ଉପରେ ଭରସା କରୁଛି ତାକୁ ସମସ୍ତଙ୍କ ଅପେକ୍ଷା ରହିଛି ।

Leave a comment

Your email address will not be published. Required fields are marked *