orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ରାଜ୍ୟ > ନୂଆପଡା ରାଜନୀତି: ବିଜେଡିର ରକ୍ତ ରାଜନୀତି ପରେ ବିଜେପିର ଫଟୋ ରାଜନୀତି

ନୂଆପଡା ରାଜନୀତି: ବିଜେଡିର ରକ୍ତ ରାଜନୀତି ପରେ ବିଜେପିର ଫଟୋ ରାଜନୀତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନୂଆପଡା ଉପନିର୍ବାଚନ ଯେତିକି ପାଖଉଛି ବିଜେଡି ଓ ବିଜେପି ମଧ୍ୟରେ ତିକ୍ତତା ସେତିକି ବଢି ବଢି ଚାଲିଛି । ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେଡି ଛାଡିବା ପରେ ବିଜେଡି ରକ୍ତ ରାଜନୀତି କରିଥିଲା । ଦଳର ବରିଷ୍ଠ ସଦସ୍ୟ ପ୍ରତାପ ଜେନା ଜୟ ରାଜେନ୍ଦ୍ର ଢୋଲକିଆଙ୍କ ରକ୍ତ ହୋଇଥିଲେ ଦଳ ଛାଡି ନଥାନ୍ତେ ବୋଲି ଆକ୍ଷେପ କରିଥିଲେ । ଏବେ ବିଜେପି ରାଜେନ୍ଦ୍ର ଢୋଲକିଆଙ୍କ ଫଟୋକୁ ନେଇ ରାଜନୀତି ଆରମ୍ଭ କରିଛି । ଗତ କାଲି ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ ନୂଆପଡାରେ ରହୁଥିବା ଘରେ ପୋଲିସ ବଳ ପୂର୍ବକ ରେଡ଼ କରିଥିଲା । ରେଡ଼ ସମୟରେ ଇଂ ଘଡାଇ ସେଠାରେ ନଥିଲା ବେଳେ ବିଭିନ୍ନ ପଞ୍ଚାୟତରେ ନିର୍ବାଚନ ପ୍ରଚାର କରୁଥିଲେ । ହେଲେ ପୋଲିସ ସେଠାରୁ କିଛି ନପାଇ ଫେରିବାକୁ ବାଧ୍ୟ ହୋଇଥିଲା । କାହା ନିର୍ଦ୍ଦେଶରେ ପୋଲିସ ଏହି ରେଡ଼ କରିଥିଲା ତାହା ଭିନ୍ନ କଥା, ହେଲେ ଏହା ସାଧାରଣରେ ବିଜେପିକୁ ନିନ୍ଦିତ କରିଛି । ପ୍ରଶାସନ ଏକ ପ୍ରକାର ଅପ୍ରସ୍ତୁତ ହୋଇ ଯାଇଛି ଏହି ଘଟଣା ପରେ । ଇଂ ଘଡାଇ ଜଣେ ପୂର୍ବତନ ମନ୍ତ୍ରୀ ଓ ବରିଷ୍ଠ ନେତା ହୋଇଥିଲା ବେଳେ ରାଜ୍ୟର ଜଣେ ପରିଚିତ ରାଜନେତା । ତାଙ୍କ ଅନୁପସ୍ଥିତିରେ ସେ ରହୁଥିବା ଘରକୁ ରେଡ଼ କରିବା ସାଧାରଣରେ ମଧ୍ୟ ପ୍ରତିକ୍ରିୟା ସୃଷ୍ଟି କରିଛି । ଏହାକୁ ନେଇ ବିଜେଡି ମଧ୍ୟ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ରାସ୍ତାକୁ ଓହ୍ଲାଇଥିଲା ।

ଅନ୍ୟ ଏକ ଘଟଣା ମଧ୍ୟ ବେଶ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ହୋଇଛି । ସ୍ୱର୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଫଟୋ ବିଜେଡି ନିର୍ବାଚନ ପ୍ରଚାରରେ ବ୍ୟବହାର କରି ପାରିବ ନାହିଁ ବୋଲି ନିର୍ଦ୍ଦେଶ ଜାରି କରିଛନ୍ତି ନୂଆପଡା ଜିଲ୍ଲାପାଳ । ଯାହାର ତୀବ୍ର ପ୍ରତିବାଦ କରିଛି ବିଜେଡି । ବିଜେଡି କହିଛି ସ୍ୱର୍ଗତ ଢୋଲକିଆ ବିଜୁ ବାବୁଙ୍କ ସମୟରୁ ବିଜୁ ପରିବାର ସହିତ ଜଡିତ । ନବୀନ ପଟ୍ଟନାୟକଙ୍କ ସହିତ ଦକରେ ରହି ସେ ତିନିଥର ବିଧାୟକ ହେବା ସହିତ ମନ୍ତ୍ରୀ ହୋଇଛନ୍ତି । ଜୀବନର ଶେଷ ପର୍ଯ୍ୟନ୍ତ ସେ ବିଜୁ ଜନତା ଦଳର ସଦସ୍ୟ ରହିଥିଲେ । ତେଣୁ ଦଳ ତାଙ୍କ ଫଟୋ ବ୍ୟବହାର କରିବାରେ ଅସୁବିଧା ନାହିଁ । ବିଜେପି ଚାପରେ ଜିଲ୍ଲାପାଳ ଏହା କରିବା ଉଚିତ ନୁହେଁ । ଦଳ ଏ ନେଇ ମଧ୍ୟ ନିର୍ବାଚନ କମିଶନ ନିକଟରେ ଫେରାଦ ହୋଇଛି । ନିର୍ବାଚନ ପାଖେଇ ଆସୁଥିଲା ବେଳେ ବିଜେପି ଓ ବିଜେଡି ମଧ୍ୟରେ ରାଜନୈତିକ ତିକ୍ତତା ବେଶ ବଢି ଚାଲିଥିବା ପରିଲକ୍ଷିତ ହୋଇଛି ।

Leave a comment

Your email address will not be published. Required fields are marked *