Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଜିଲ୍ଲା > ଯାଜପୁର > ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ପ୍ରଧାନଶିକ୍ଷକ

ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ପ୍ରଧାନଶିକ୍ଷକ

ଓଡ଼ିଶା ଲିଡ୍ସ(ଯାଜପୁର):ଯାଜପୁର ବ୍ଲକ ସୁଜନପୁର ପଞ୍ଚାୟତ ନୋଉପଡାର ଅବସରପ୍ରାପ୍ତ ଶିକ୍ଷକ ବୈଦ୍ୟନାଥ ମହାନ୍ତିଙ୍କର ଗତକାଲି ରାତି ପ୍ରାୟ ୯ଟା ସମୟରେ ଦେହାନ୍ତ ହୋଇଥିଲା । ଆଜି ତାଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି । ସକାଳୁ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ପୁରାତନ ଛାତ୍ରଛାତ୍ରୀ ତାଙ୍କ ବାସଭବନକୁ ଆସି ତାଙ୍କୁ ଶେଷ ଦର୍ଶନ କରିବା ସହିତ ପୁଷ୍ପଗୁଛ ଅର୍ପଣ କରିଥିଲେ । ଏହା ପରେ ଏକ ବିଶାଳ ପଟୁଆରରେ ତାଙ୍କ ମୃତ ଦେହକୁ ରୁଦ୍ର ଚରଣ ଉଚ୍ଚ ବିଦ୍ୟାଳୟ ସହିତ ସୁଜନପୁର ବଜାର ପରିକ୍ରମା କରାଯାଇଥିଲା । ଏହା ପରେ ଗ୍ରାମ୍ୟ ସ୍ମଶାନରେ ତାଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଥିଲା । ଶତାଧିକ ବ୍ୟକ୍ତିଙ୍କ ଉପସ୍ଥିରେ ବଡ଼ ପୁଅ ଶିକ୍ଷକ ରାମକୃଷ୍ଣ ମହାନ୍ତି ମୁଖାଗ୍ନି ଦେଇଥିଲେ । ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ବହୁ ବ୍ୟକ୍ତି ତାଙ୍କ ଭଳି ଜଣେ ସରଳ, ମେଳାପି, ଛାତ୍ର ବତ୍ସଳ ବ୍ୟକ୍ତି ମିଳିବା ବିରଳ, ସୁଜନପୁର ତାର ଜଣେ ପ୍ରିୟ ମଣିଷଙ୍କୁ ହରାଇଲା ବୋଲି କହି ଶୋକ ପ୍ରକାଶ କରିଛନ୍ତି ।

Leave a comment

Your email address will not be published. Required fields are marked *