Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ପରୀକ୍ଷା ପରିଚାଳନାରେ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବନି:ମୁଖ୍ୟ ଶାସନ ସଚିବ

ପରୀକ୍ଷା ପରିଚାଳନାରେ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବନି:ମୁଖ୍ୟ ଶାସନ ସଚିବ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଚଳିତ ବର୍ଷ ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷା ଆସନ୍ତା ୧୮ ତାରିଖରୁ ଏବଂ ବାର୍ଷିକ ମାଧ୍ୟମିକ ପରୀକ୍ଷା ସମେତ ରାଜ୍ୟମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ଏବଂ ମଧ୍ୟମା ପରୀକ୍ଷା ୧୯ ତାରିଖରୁ ଆରମ୍ଭ ହେଉଛି । ଚଳିତ ବର୍ଷ ଶୃଙ୍ଖଳିତ ପରୀକ୍ଷା ପରିଚାଳନା ନେଇ ଆଜି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଆୟୋଜିତ ହୋଇ ଯାଇଛି ।

ଚଳିତ ବର୍ଷ ପରୀକ୍ଷା ପରିଚାଳନାରେ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ସତର୍କ କରିବା ସହିତ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ସହ ଜଡ଼ିତ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ନିୟୋଜିତ ହେଉଥିବା ସମସ୍ତଙ୍କୁ ଯଥେଷ୍ଟ ସତର୍କତା ଅବଲମ୍ବନ ପୂର୍ବକ ସମସ୍ତେ ନିଜ ନିଜର କର୍ତ୍ତବ୍ୟ ସୁଚାରୁରୁପେ ସଂପାଦନ କରିବାକୁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଦେବା ସହିତ ବିଭିନ୍ନ ପରାମର୍ଶ ଦେଇଛନ୍ତି।

ଉକ୍ତ ବୈଠକରେ ଆଭାସୀ ମାଧ୍ୟମରେ ରାଜ୍ୟର ସମସ୍ତ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକମାନେ ଯୋଗଦେଇଥିଲେ। ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡଃ. ଏନ୍‌ ତିରୁମାଳା ନାଏକଙ୍କ ସମେତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାର ଅଧ୍ୟକ୍ଷ ମୃଣାଳ କାନ୍ତି ଦାସ, ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା, ଉପ ଶାସନ ସଚିବ ଯଶବନ୍ତ ସାମଲ ପ୍ରମୁଖ ଉପସ୍ଥିତ ଥିବା ବେଳେ ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଶ୍ରୀକାନ୍ତ ତରାଇ, ଉପସଭାପତି ଅମୁଲ୍ୟ କୁମାର ପ୍ରଧାନ, ପରୀକ୍ଷା ନିୟନ୍ତ୍ରକ ଚକ୍ରଧର ବେହେରା ପ୍ରମୁଖ ଉପସ୍ଥିତ ରଖି ଶୃଙ୍ଖଳିତ ପରୀକ୍ଷା ପରିଚାଳନା ନେଇ ବିସ୍ତୃତ ତଥ୍ୟ ରଖିଥିଲେ।

Leave a comment

Your email address will not be published. Required fields are marked *