Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ର୍ଜାତୀୟ > ପଶ୍ଚିମବଙ୍ଗରେ ନୂଆ ଯୁଗର ଆରମ୍ଭ ହୋଇଛି: ମୋଦୀ

ପଶ୍ଚିମବଙ୍ଗରେ ନୂଆ ଯୁଗର ଆରମ୍ଭ ହୋଇଛି: ମୋଦୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପଶ୍ଚିମବଙ୍ଗରେ ନୂଆ ଯୁଗର ଆରମ୍ଭ ହୋଇଛି । ପଶ୍ଚିମବଙ୍ଗରେ ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀସ୍ଥିତ ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟାଳୟରୁ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରି ଏହା କହିଛନ୍ତି । ସେ କହିଛନ୍ତି ଏହି ଜନାଦେଶ କେବଳ କ୍ଷମତା ପରିବର୍ତ୍ତନ ନୁହେଁ, ବରଂ ଭୟମୁକ୍ତ ଏବଂ ବିକାଶ ଆଧାରିତ ପଶ୍ଚିମବଙ୍ଗ ଆଡ଼କୁ ବର୍ଦ୍ଧିତ ନିର୍ଣ୍ଣାୟକ ପଦକ୍ଷେପ।

ମୋଦୀ ଡା. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ସ୍ବପ୍ନକୁ ମନେ ପକାଇ କହିଛନ୍ତି, ଆଜି ପଶ୍ଚିମବଙ୍ଗର ଜନତା ସ୍ବପ୍ନକୁ ସଫଳ କରିବା ପାଇଁ ସୁଯୋଗ ଦେଇଛନ୍ତି। ପଶ୍ଚିମବଙ୍ଗରେ ଏକେ ନୂଆ ଯାତ୍ରାର ଆରମ୍ଭ ହେବ, ଯେଉଁଠି ବିକାଶ, ଭରସା ଏବଂ ନୂଆ ଆଶାର ଜନ୍ମ ନେବ। ପ୍ରଧାନମନ୍ତ୍ରୀ ଆହୁରିବ କହିଛନ୍ତି, ମହିଳାମାନଙ୍କୁ ସୁରକ୍ଷିତ ବାତାବରଣ ମିଳିବ। ଯୁବ ଗୋଷ୍ଠୀଙ୍କ ପାଇଁ ରୋଜଗାର ମିଳିବ। ପଳାୟନ ନିୟନ୍ତ୍ରଣ କରାଯିବ। ରାଜ୍ୟର ବିକାଶ ପାଇଁ ବିଜେପି ସରକାର ପୂରା ଶକ୍ତି ଲଗାଇବ। ପ୍ରଥମ କ୍ୟାବିନେଟ‌ ବୈଠକରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ମଧ୍ୟ ଖିଛନ୍ତିବ। ପଶ୍ଚିମବଙ୍ଗରେ ବିଜେପିର ଏହି ଐତିହାସିକ ବିଜୟ, ପିଢ଼ିପିଢ଼ି ଧରି ଅଗଣିତ କର୍ମକର୍ତ୍ତାଙ୍କ ଉଦ୍ୟମ ଏବଂ ସଂଘର୍ଷ ବିନା କେବେ ମଧ୍ୟ ସମ୍ଭବ ହୋଇପାରି ନଥାନ୍ତା। ମୁଁ ସେ ସମସ୍ତ କର୍ମକର୍ତ୍ତାଙ୍କୁ ପ୍ରଣାମ କରୁଛି। ବର୍ଷବର୍ଷ ଧରି ସେମାନେ ତୃଣମୂଳସ୍ତରରେ ବହୁ ପରିଶ୍ରମ କରିଛନ୍ତି। ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । କର୍ମୀ ମାନେ ଆମର ବିକାଶ ଏଜେଣ୍ଡାକୁ ଲୋକଙ୍କ ନିକଟରେ ପହଞ୍ଚାଇଛନ୍ତି। ସେମାନେ ହେଉଛନ୍ତି ଆମ ଦଳର ପ୍ରକୃତ ବଳ। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସବୁବେଳେ ମନେ ରହିବ। ଜନତାଙ୍କ ଶକ୍ତିର ବିଜୟ ହୋଇଛି। ମୁଁ ପଶ୍ଚିମବଙ୍ଗର ପ୍ରତ୍ୟେକ ଲୋକଙ୍କୁ ପ୍ରଣାମ କରୁଛି। ଜନତା ବିଜେପିକୁ ଏକ ଉତ୍ସାହଜନକ ଜନାଦେଶ ଦେଇଛନ୍ତି। କୋଟି କୋଟି ଲୋକଙ୍କର ଆଶା ଏବଂ ଆକାଂକ୍ଷା ପୂରଣ କରାଯିବାକୁ ଉଦ୍ୟମ କରାଯିବ। ଆମେ ଏକ ଏଭଳି ସରକାର ଦେବୁ, ଯାହା ସମାଜର ସମସ୍ତ ବର୍ଗକୁ ଅବସର ଏବଂ ସମ୍ମାନ ସୁନିଶ୍ଚିତ କରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

Leave a comment

Your email address will not be published. Required fields are marked *