Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ପଶ୍ଚିମବଙ୍ଗରେ ପୀଡିତା ଓଡ଼ିଆ ଛାତ୍ରୀଙ୍କ ପରିବାର ସହିତ କଥା ହେଲେ ମନମୋହନ ସାମଲ

ପଶ୍ଚିମବଙ୍ଗରେ ପୀଡିତା ଓଡ଼ିଆ ଛାତ୍ରୀଙ୍କ ପରିବାର ସହିତ କଥା ହେଲେ ମନମୋହନ ସାମଲ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ପଶ୍ଚିମବଙ୍ଗରେ ଘଟିଥିବା ହୃଦୟବିଦାରକ ଗଣ ଦୁଷ୍କର୍ମ ଘଟଣାରେ ପୀଡିତା ଛାତ୍ରୀଙ୍କ ପରିବାର ସହିତ କଥା ହେଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି ଏହି ବର୍ବର ଘଟଣା ଆମ ରାଜ୍ୟ ସମେତ ସମଗ୍ର ଦେଶକୁ ଆଘାତ ଦେଇଛି। ଏହି ଜଘନ୍ୟ ଅପରାଧର ପୀଡ଼ିତା ଜଣେ ଓଡ଼ିଆ ଝିଅ ହୋଇଥିବାରୁ ଏହା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଆଜି ଏହି କଠିନ ସମୟରେ ଆଶ୍ୱାସନା ଦେବା ସହ ଓଡ଼ିଶା ସରକାର ସେମାନଙ୍କ ସହ ଅଛି ବୋଲି ସ୍ପଷ୍ଟ କରିଛନ୍ତି ଶ୍ରୀ ସାମଲ ।

ସେ ଆହୁରି ମଧ୍ୟ କହିଛନ୍ତି ଆମ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୀଡ଼ିତା ଓ ତାଙ୍କ ପରିବାରକୁ ସମସ୍ତ ପ୍ରକାର ସହାୟତା, ସହଯୋଗ ଏବଂ ନ୍ୟାୟିକ ପ୍ରକ୍ରିୟାରେ ସମ୍ପୂର୍ଣ୍ଣ ସାହାଯ୍ୟ ପ୍ରଦାନ କରିବାକୁ ତତ୍ପର ଅଛନ୍ତି।

ଏଭଳି ଘୃଣ୍ୟ ଅପରାଧ କୌଣସି ସଭ୍ୟ ସମାଜରେ ସହ୍ୟ କରାଯାଇପାରିବ ନାହିଁ। ପୀଡ଼ିତା ଓ ତାଙ୍କ ପରିବାରକୁ ଶୀଘ୍ର ନ୍ୟାୟ ମିଳିବା ଅତ୍ୟନ୍ତ ଜରୁରୀ। ଓଡ଼ିଶା ବିଜେପି ଓ ରାଜ୍ୟ ସରକାର ଏହି ମାମଲାରେ ସମସ୍ତ ସ୍ତରରେ ହସ୍ତକ୍ଷେପ କରି ପୀଡ଼ିତା ପକ୍ଷରେ ଠିଆ ହୋଇଛି। ମହିଳା ନିରାପତ୍ତା ଆମର ସର୍ବୋଚ୍ଚ ପ୍ରାଥମିକତା, ଏବଂ ଆମେ ନିଶ୍ଚିତ କରିବୁ ଯେ ଏହି ଜଘନ୍ୟ ଅପରାଧର ଦୋଷୀମାନେ କଠୋର ଦଣ୍ଡ ପାଇବେ ଏବଂ ପୀଡ଼ିତା ପରିବାରକୁ ସମ୍ପୂର୍ଣ୍ଣ ନ୍ୟାୟ ମିଳିବ।

Leave a comment

Your email address will not be published. Required fields are marked *