orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଅପରାଧ > ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଅପରେସନ ସିନ୍ଦୂର ଏକ ଝଲକ ମାତ୍ର ଥିଲା, ଭାରତ ଚାହିଥିଲେ ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ବୋଲି କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ସେ ଆହୁରି ମଧ୍ୟ କହିଛନ୍ତି ୧୯୭୧ ଯୁଦ୍ଧ ସମୟରେ ଭାରତ ବାଂଲାଦେଶ ଗଠନ କରି ପାକିସ୍ତାନକୁ ଦୁଇ ଭାଗରେ ବିଭକ୍ତ କରିଥିଲା।

ସେ ଆହୁରି କହିଛନ୍ତି ଯଦି ଅପରେସନ ସିନ୍ଦୂର ସମୟରେ ଭାରତୀୟ ନୌସେନା ନିଜର ପୂର୍ଣ୍ଣ ଶକ୍ତି ପ୍ରଦର୍ଶନ କରିଥାନ୍ତା, ତେବେ ପାକିସ୍ତାନ ଚାରି ଭାଗରେ ବିଭକ୍ତ ହୋଇଥାନ୍ତା। ପ୍ରକୃତରେ ପାକିସ୍ତାନ ଯଦି ଦ୍ବିପାକ୍ଷିକ କଥାବାର୍ତ୍ତା ଚାହୁଛି ତା’ହେଲେ ଦୁଇ ମୋଷ୍ଟ୍‌ ୱାଣ୍ଟେଡ ଆତଙ୍କବାଦୀ ହାଫିଜ ସୟିଦ ଓ ମସୁଦ ଆଝାର୍‌କୁ ଭାରତକୁ ହସ୍ତାନ୍ତର କରୁ ।

ବର୍ତ୍ତମାନ ଆରବ ସାଗରରେ ନିୟୋଜିତ ଆଇଏନ୍‌ଏସ୍‌ ବିକ୍ରାନ୍ତ ପରିଦର୍ଶନ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଅପରେସନ ସମୟରେ ବିପଦକୁ ନିଷ୍କ୍ରିୟ କରିବାରେ ନୌସେନାର ଭୂମିକାକୁ ପ୍ରଶଂସା କରିଥିଲେ। ଆବଶ୍ୟକ ପଡ଼ିଲେ ଭବିଷ୍ୟତରେ ସାମରିକ କାର୍ଯ୍ୟାନୁଷ୍ଠାନର ସଙ୍କେତ ଦେଇ ପ୍ରତିରକ୍ଷା ମନ୍ତ୍ରୀ ପାକିସ୍ତାନକୁ ଚେତାବନୀ ଦେଇ କହିଛନ୍ତି, ଏପର୍ଯ୍ୟନ୍ତ ଯାହା ଘଟିଛି ତାହା କେବଳ ଏକ ଝଲକ। ଯଦି ଆବଶ୍ୟକ ପଡ଼େ ତେବେ ନୌସେନାକୁ ମୁତୟନ କରାଯିବ। ସେତେବେଳେ ପାକିସ୍ତାନର କ’ଣ ହେବ ତାହା କେବଳ ଭଗବାନ ହିଁ ଜାଣନ୍ତି।

Leave a comment

Your email address will not be published. Required fields are marked *