orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଆନ୍ତର୍ଜାତୀୟ > ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଯୁଦ୍ଧ ଖୋର ପାକିସ୍ତାନ ଆଫଗାନିସ୍ତାନ ସହ ଯୁଦ୍ଧ କରି ଏବେ ମୂଲ୍ୟ ଦେଉଛି । ସୀମାରେ ଉଭୟ ଦେଶର ଉତ୍ତେଜନା ଯୋଗୁ ପାକିସ୍ତାନରେ ଅହେତୁକ ମୂଲ୍ୟ ବୃଦ୍ଧି ପାଇଛି। ପାକିସ୍ତାନ ରାୱଲପିଣ୍ଡିରେ ଟମାଟୋ କିଲୋ ୬୦୦ ଟଙ୍କାରେ ପହଞ୍ଚିଥିଲା ବେଳେ ଅଦା କିଲୋ ୭୫୦ ଟଙ୍କାରେ ପହଞ୍ଚିଛି ।

ପାକିସ୍ତାନ ଗଣ ମାଧ୍ୟମ ଖବର ଅନୁଯାୟୀ ରାୱଲପିଣ୍ଡି ସବଜି ମଣ୍ଡି ବ୍ୟବସାୟୀ ସଂଘର ସଭାପତିଙ୍କ କହିବା ଅନୁଯାୟୀ ଟମାଟୋ ଯୋଗାଣ କମ ଥିଲା ବେଳେ ଚାହିଦା ଅଧିକ ରହିଛି। ପୂର୍ବରୁ ପାକିସ୍ତାନରୁ ଟମାଟୋ ଆମଦାନୀ କରାଯାଉଥିଲାବେଳେ ଏବେ ତାହା ବନ୍ଦ ହୋଇ ଯାଇଛି । ଉଚ୍ଚା ମୂଲ୍ୟ ଯୋଗୁ ଛୋଟ ପନିପରିବା ବିକ୍ରେତାମାନେ ଟମାଟୋ, ମଟର, ଅଦା ଏବଂ ରସୁଣ ବିକ୍ରି ପ୍ରାୟତଃ ବନ୍ଦ କରିଦେଇଛନ୍ତି। ରସୁଣ କିଲୋ ୪୦୦ ଟଙ୍କା ଏବଂ ଅଦା କିଲୋ ୭୫୦ ଟଙ୍କାରେ ପହଞ୍ଚିଛି। ପିଆଜ କିଲୋ ୧୨୦ ଟଙ୍କା ଏବଂ ମଟର କିଲୋ ୫୦୦ରେ ପହଞ୍ଚିଛି। ଏଭଳି ମୂଲ୍ୟବୃଦ୍ଧି ପାକିସ୍ତାନୀଙ୍କ ମୁଣ୍ଡରେ ଚଡକ ପକାଇ ଦେଇଛି ।

Leave a comment

Your email address will not be published. Required fields are marked *