orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଆନ୍ତର୍ଜାତୀୟ > ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧବିରତି ମାତ୍ର ୩ ଘଣ୍ଟା ତିଷ୍ଠିବା ପରେ ଭାଙ୍ଗିଯାଇଛି । ପାକିସ୍ତାନ ଭାରତ ଉପରେ ଡ୍ରୋନ ଆକ୍ରମଣ କରିଛି । ଅପରପକ୍ଷେ ତିନିଦିନ ହେଲା ଚୁପ ବସିଥିବା ଚୀନ ଖୋଲାଖୋଲି ପାକିସ୍ତାନ ସପକ୍ଷରେ ଯୁକ୍ତି ଆରମ୍ଭ କରିଛି । ଚୀନ କହିଛି ସେ ପାକିସ୍ତାନର ସାର୍ବଭୌମତ୍ବ ଓ ଅଖଣ୍ଡତା ପଛରେ ଛିଡା ହୋଇଛି । ପାକିସ୍ତାନର ଅଖଣ୍ଡତା ରକ୍ଷା ପାଇଁ ପାକିସ୍ତାନକୁ ସବୁ ପ୍ରକାରର ସହାୟତା ପ୍ରଦାନ କରାଯିବ ବୋଲି ମଧ୍ୟ କହିଛି ଚୀନ ।

ଚୀନର ସମର୍ଥନ ପାଇ ପୁଣି ଥରେ ସକ୍ରିୟ ହୋଇଛି ପାକିସ୍ତାନ । ତେବେ ଚୀନ ସମର୍ଥନ ପାଇ ପାକିସ୍ତାନ ଦୋମୁହାଁ ନୀତି ଦେଖାଇ ଥିବାରୁ ଲଜ୍ଜାଜନକ ସ୍ଥିତିର ସମ୍ମୁଖୀନ ହୋଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଭାରତ ଓ ପାକିସ୍ତାନ ଯୁଦ୍ଧ ବିରତି କଥା ସେ ଘୋଷଣା କରି କ୍ରେଡିଟ ନେବାକୁ ଚେଷ୍ଟା କରିଥିଲେ । ଏବେ ପାକିସ୍ତାନ ତାଙ୍କ ସହ ହିଁ ବିଶ୍ବାସ ଘାତକତା କରିଛି ।

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପରେ ଯୁଦ୍ଧ ପରିସ୍ଥିତି ଜଟିଳ ହେବା ଆଶଙ୍କା ସୃଷ୍ଟି ହୋଇଛ । ସେପଟେ ଏହି ପ୍ରସଙ୍ଗରେ ଆମେରିକା କି ଆଭିମୁଖ୍ୟ ଗ୍ରହଣ କରୁଛି ତାକୁ ଉତ୍ସୁକତାର ସହିତ ଅପେକ୍ଷା କରାଯାଇଛି ।

Leave a comment

Your email address will not be published. Required fields are marked *