Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ପାକିସ୍ତାନୀଙ୍କ ଭବିଷ୍ୟତ ଆଇଏସଆଇ ସ୍ଥିର କରେ : ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ୍

ପାକିସ୍ତାନୀଙ୍କ ଭବିଷ୍ୟତ ଆଇଏସଆଇ ସ୍ଥିର କରେ : ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ୍

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସବୁ ସମୟରେ ପାକିସ୍ତାନର ରାଜନୈତିକ ଇତିହାସରେ ସେନା ଏବଂ ଆଇଏସଆଇର ନିର୍ଣ୍ଣାୟକ ଭୂମିକା ରହିଥାଏ । ପାକିସ୍ତାନରେ ବର୍ଷ ବର୍ଷ ଧରି, କ୍ଷମତାର ଲଗାମ ସେନା ଓ ଆଇଏସଆଇ ହାତରେ ରହିଆସିଛି। ଏ ବିଷୟରେ ପାକିସ୍ତାନର କୌଣସି ନେତା ଏହାକୁ ଖୋଲାଖୋଲି କହିବାକୁ ସାହସ କରନ୍ତି ନାହିଁ। ହେଲେ ପ୍ରଥମ ଥର ପାଇଁ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ୍ ଖୋଲାଖୋଲି ଭାବରେ ଦେଶର ଗଣତାନ୍ତ୍ରିକ ପ୍ରକ୍ରିୟାରେ ସେନା ଏବଂ ଗୁଇନ୍ଦା ସଂସ୍ଥା ଆଇଏସଆଇର ପ୍ରତ୍ୟକ୍ଷ ହସ୍ତକ୍ଷେପକୁ ସ୍ୱୀକାର କରିଛନ୍ତି।ସିଆଲକୋଟରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଖୱାଜା ଆସିଫ ଅଭିଯୋଗ ଆଣିଛନ୍ତି ଯେ ୨୦୧୭ରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କୁ କ୍ଷମତାରୁ ହଟାଇବା ପାଇଁ ସମ୍ପୂର୍ଣ୍ଣ ଷଡ଼ଯନ୍ତ୍ର ପୂର୍ବତନ ଆଇଏସଆଇ ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫୈଜ ହମିଦଙ୍କ ତତ୍ତ୍ୱାବଧାନରେ ରଚନା କରାଯାଇଥିଲା। ସେ କହିଛନ୍ତି ଯେ ଫୈଜ ହମିଦଙ୍କୁ ୧୫ ମାସର ବିଚାରରେ ଦୋଷୀ ସାବ୍ୟସ୍ତ କରାଯାଇଛି ଏବଂ ଭବିଷ୍ୟତରେ ତାଙ୍କ ବିରୁଦ୍ଧରେ ଅଧିକ ଗମ୍ଭୀର ଅଭିଯୋଗ ଆସିପାରେ, ଯାହା ଉପରେ ମାମଲା ରୁଜୁ କରାଯିବ।

ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ନୱାଜ ସରିଫଙ୍କୁ ହଟାଇବା, ତାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିବା, ତାଙ୍କୁ ଦେଶ ବାହାରକୁ ପଠାଇବା ଏବଂ ପରେ ଇମ୍ରାନ ଖାଁଙ୍କୁ କ୍ଷମତାକୁ ଆଣିବା ଏକ ସୁଚିନ୍ତିତ ଯୋଜନାର ଅଂଶ ଥିଲା। ଫୈଜ ହମିଦ ଏହାର ଦାୟିତ୍ୱରେ ଥିଲେ ଏବଂ ୨୦୧୮ ସାଧାରଣ ନିର୍ବାଚନରେ ସେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

Leave a comment

Your email address will not be published. Required fields are marked *