orissaleads

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

Blog Post

orissaleads > ର୍ଜାତୀୟ > ପାକିସ୍ତାନ ଯଦି ଆତଙ୍କବାଦକୁ ନ ଛାଡେ, ତାହାଲେ ପୂରା ମାନଚିତ୍ରରୁ ହଟାଇ ଦିଆଯିବ

ପାକିସ୍ତାନ ଯଦି ଆତଙ୍କବାଦକୁ ନ ଛାଡେ, ତାହାଲେ ପୂରା ମାନଚିତ୍ରରୁ ହଟାଇ ଦିଆଯିବ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଯଦି ରହିବାର ଅଛି ତ ଆତଙ୍କବାଦ ବନ୍ଦ କର, ନ ହେଲେ ମାନଚିତ୍ରରୁ ହଟାଇ ଦେବୁ ବୋଲି ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି । ଜେନେରାଲ ଦ୍ବିବେଦୀ କହିଛନ୍ତି ମାନଚିତ୍ରରେ ରହିବାର ଅଛି ନା ନାହିଁ । ରହିବାର ଅଛି ତ ଆତଙ୍କବାଦ ବନ୍ଦ କର। ଭାରତ ପୂରା ପ୍ରସ୍ତୁତ ଅଛି। ଆଉ ସହି ହେବ ନାହିଁ। ସେ ଆହୁରି ମଧ୍ୟ କହିଛନ୍ତି ଯେ ‘ଅପରେସନ ସିନ୍ଦୁର ୧.୦’ ପରି ଆଉ ଭାରତ ସଂଯମତା ଦେଖାଇବ ନାହିଁ। ପାକିସ୍ତାନ ନିଷ୍ପତ୍ତି ନେଉ ସେ ମାନଚିତ୍ରରେ ରହିବ କି ନାହିଁ।
ଏଥର ସମସ୍ତ ପ୍ରମାଣ ବିଶ୍ୱକୁ ଦେଖାଯାଇଛି ଏବଂ କ୍ଷତି ମଧ୍ୟ ଦେଖାଇ ଦିଆଯାଇଛି। ସେନା ମୁଖ୍ୟ କହିଛନ୍ତି ଯେ ‘ଅପରେସନ୍ ସିନ୍ଦୂର’ କେବଳ ଏକ ସେନା ଅପରେସନ୍ ନୁହେଁ, ଏହା ସମଗ୍ର ରାଷ୍ଟ୍ର ପାଇଁ ଏକ ଲଢ଼େଇ ଥିଲା।

ଏହା ପୂର୍ବରୁ, ବାୟୁସେନା ମୁଖ୍ୟ ମାର୍ଶାଲ ଏ.ପି ସିଂହ ଅପରେସନ ସିନ୍ଦୂରରେ ପାକିସ୍ତାନର ହୋଇଥିବା କ୍ଷତିର ଏକ ତାଲିକା ଦେଇଥିଲେ। ସେ କହିଥିଲେ ଯେ ଭାରତୀୟ ବାୟୁସେନା ୪-୫ଟି ପାକିସ୍ତାନୀ ଯୁଦ୍ଧ ବିମାନକୁ ଖସାଇ ଦେଇଛି। ଏଥିରେ ଜେଏଫ-୧୬ ମଧ୍ୟ ରହିଛି। ଏହା ବ୍ୟତୀତ, ପାକିସ୍ତାନର ଚୀନ୍ ନିର୍ମିତ ଜେଏଫ-୧୭ ଯୁଦ୍ଧ ବିମାନଗୁଡ଼ିକୁ ମଧ୍ୟ ନଷ୍ଟ କରି ଦିଆଯାଇଛି। ସେମାନଙ୍କର ରାଡାର, ନିୟନ୍ତ୍ରଣ କେନ୍ଦ୍ର, ରନୱେ ଏବଂ ହ୍ୟାଙ୍ଗରଗୁଡ଼ିକ ମଧ୍ୟ ନଷ୍ଟ ହୋଇଛି।

ପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପାକିସ୍ତାନକୁ କଡ଼ା ଚେତାବନୀ ଦେଇ କହିଥିଲେ ଯେ, ଯଦି ପାକିସ୍ତାନ ସର୍ କ୍ରିକ୍ ଅଞ୍ଚଳରେ କିଛି କରିବାକୁ ସାହସ କରେ, ତେବେ ତାକୁ ଏପରି ଜବାବ ଦିଆଯିବ ଯାହା ଇତିହାସ ଏବଂ ଭୂଗୋଳ ଉଭୟକୁ ବଦଳାଇ ଦେବ। ରାଜନାଥ କହିଥିଲେ, ଅପରେସନ ସିନ୍ଦୂର ପାକିସ୍ତାନର ପର୍ଦ୍ଦାଫାସ କରିଛି। ଭାରତ ସଞ୍ଜମତା ଦେଖାଇଛି କାରଣ ଏହାର କାର୍ଯ୍ୟାନୁଷ୍ଠାନ କେବଳ ଆତଙ୍କବାଦ ବିରୁଦ୍ଧରେ ଥିଲା, କିନ୍ତୁ ଆବଶ୍ୟକ ହେଲେ ଏହାର କଠୋର ଜବାବ ମଧ୍ୟ ଦିଆଯିବ।

Leave a comment

Your email address will not be published. Required fields are marked *