Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ପାକିସ୍ତାନ ଯୁଦ୍ଧ ବିରତିର ଉଲ୍ଲଙ୍ଘନ କରିଛି: ଭାରତ

ପାକିସ୍ତାନ ଯୁଦ୍ଧ ବିରତିର ଉଲ୍ଲଙ୍ଘନ କରିଛି: ଭାରତ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ପାକିସ୍ତାନ ପକ୍ଷରୁ ଯୁଦ୍ଧ ବିରତି ଉଲ୍ଲଙ୍ଘନ କରାଯାଇଥିବା ଭାରତ ପ୍ରକାଶ କରିଛି। ଏହାର ଦୃଢ ଜବାବ ଦେବାକୁ ସୁରକ୍ଷା ବାହିନୀକୁ ସ୍ବାଧୀନତା ଦିଆଯାଇଛି ବୋଲି ମଧ୍ୟ କହିଛି ଭାରତ । ସଂଧ୍ୟା ୫ଟାରେ ଉଭୟ ଦେଶ ଅସ୍ତ୍ର ବିରତି ପାଇଁ ସହମତ ହୋଇଥିଲା ବେଳେ ମାତ୍ର କିଛି ଘଣ୍ଟା ଅନ୍ତରରେ ପାକିସ୍ତାନ ଏହାର ଉଲ୍ଲଘନ କରିଛି ।

ଭାରତର ବୈଦେଶିକ ସଚିବ ବିକ୍ରମ ମିଶ୍ରି ସାମ୍ବାଦିକ ସମ୍ମିଳନୀରେ ପାକିସ୍ତାନ ପକ୍ଷରୁ ଯୁଦ୍ଧବିରତି ସହମତିର ଉଲ୍ଲଙ୍ଘନ କରାଯାଇଛି ଓ ଏଥିପାଇଁ ପାକିସ୍ତାନ ହିଁ ଦାୟୀ ବୋଲି କହିଛନ୍ତି । ଏହାର ଦୃଢ ଜବାବ ଦେବାକୁ ସୁରକ୍ଷା ବାହିନୀକୁ ସ୍ବାଧୀନତା ଦିଆଯାଇଛି ବୋଲି ମଧ୍ୟ ସେ କହିଛନ୍ତି । ପାକିସ୍ତାନ ପରିସ୍ଥିତିର ଗମ୍ଭୀରତାକୁ ବୁଝିବା ଦରକାର ବୋଲି ମଧ୍ୟ ମିଶ୍ରି କହିଛନ୍ତି ।

“ଅପରେସନ ସିନ୍ଦୂର” ଜରିଆରେ ଭାରତ ପାକିସ୍ତାନ ଆତଙ୍କୀ ଆଡ୍ଡା ଉପରେ ହମଲା କରିଥିବା ବେଳେ ପାକିସ୍ତାନ କିନ୍ତୁ ସାଧାରଣ ଲୋକଙ୍କ ଉପରେ ଗୁଳିମାଡ କରିବା ସହିତ ଡ୍ରୋନ ହମଲା କରୁଥିଲା । ଯାହାର ଜବାବ ଭାରତୀୟ ସେନା ଦେଉଥିଲେ ବୋଲି ଶ୍ରୀ ମିଶ୍ରି ପ୍ରକାଶ କରିଛନ୍ତି ।

ଅନ୍ୟ ପକ୍ଷରେ ପାକିସ୍ତାନର ଏପରି ଦୋମୁହାଁ ନୀତି ଯୋଗୁଁ ଏକ ଲଜ୍ଜାଜନକ ସ୍ଥିତିର ସମ୍ମୁଖୀନ ହୋଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଭାରତ ଓ ପାକିସ୍ତାନ ଯୁଦ୍ଧ ବିରତି କଥା ସେ ଘୋଷଣା କରି ବଡ଼ଭାଇ ପଣ ଦେଖାଇ କ୍ରେଡିଟ ନେବାକୁ ଉଦ୍ୟମ କରିଥିଲେ ଟ୍ରମ୍ପ। ଏବେ ପାକିସ୍ତାନ ତାଙ୍କ ସହ ବିଶ୍ବାସଘାତକତା କରିଛି ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି ।

ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧବିରତି ମାତ୍ର ୩ ଘଣ୍ଟା ପରେ ଭାଙ୍ଗିଯାଇଛି। ପାକିସ୍ତାନ ପୁଣି ଭାରତ ଉପରେ ଡ୍ରୋନ ଆକ୍ରମଣ ଆରମ୍ଭ କରିଛି। ଏବେ ଚୀନ ଖୋଲାଖୋଲି ପାକିସ୍ତାନ ସପକ୍ଷରେ ଆସିଯାଇଛି। ଚୀନ କହିଛି ଯେ ସେ ପାକିସ୍ତାନର ସାର୍ବଭୌମତ୍ବ ଓ ଅଖଣ୍ଡତା ପଛରେ ରହିଛି। ଏହାର ରକ୍ଷା ପାଇଁ ପାକିସ୍ତାନକୁ ସବୁ ପ୍ରକାରର ସହାୟତା ପ୍ରଦାନ କରାଯିବ। ଚୀନର ଏହି ସମର୍ଥନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛି ପାକିସ୍ତାନ।

Leave a comment

Your email address will not be published. Required fields are marked *