Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ପାଣିକୋଇଲି ଟ୍ରମା କେୟାରର ଘରୋଇ କରଣକୁ ବିରୋଧ

ପାଣିକୋଇଲି ଟ୍ରମା କେୟାରର ଘରୋଇ କରଣକୁ ବିରୋଧ

ଓଡ଼ିଶା ଲିଡ୍ସ(ଯାଜପୁର):ଯାଜପୁର ଜିଲ୍ଲା ପାଣିକୋଇଲି ଠାରେ ପ୍ରାୟ ୧୦୨ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି ଟ୍ରୋମା କେୟାର ଫେଶିଲିଟି ସେଣ୍ଟର । ଏହାର ନିର୍ମାଣ କାର୍ଯ୍ୟ ଦୀର୍ଘ ଦିନହେଲା ସରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇ ପାରିନାହିଁ । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖା ଦେଇଛି । ନିକଟରେ ଏ ନେଇ ଯାଜପୁର ୟୁଥ୍ ଫୋରମର ସଭାପତି ରାକେଶ ସାହୁ ଦଶ ହଜାର ଦସ୍ତଖତ ସଂଗ୍ରହ କରି ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଥିଲେ । ଏହା ପରେ କୋରେଇ ବିଧାୟକ ଆକାଶ ଦାସ ନାୟକ ମଧ୍ୟ ଏହାକୁ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ପରିଣତ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ।

ଏହି ଚିକିତ୍ସାଳୟକୁ ଏକ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟ କରିବାକୁ ପଦକ୍ଷେପ ନେବା ପରିବର୍ତ୍ତେ ଗତ କାଲି ମୁଖ୍ୟମନ୍ତ୍ରୀ ଏହି ଚିକିତ୍ସାଳୟକୁ ଘରୋଇ ସଂସ୍ଥା ହାତକୁ ଟେକି ଦେବାକୁ ଘୋଷଣା କରିଛନ୍ତି । ଏହି ଖବର ପାଇ ଆଜି ଯାଜପୁର ୟୁଥ୍ ଫୋରମ ପକ୍ଷରୁ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସମାଜସେବୀ ସୁବାସ ଧଳ, ରାଜକିଶୋର ମଲ୍ଲିକ, ରବୀନ୍ଦ୍ର ଘଡେ଼ଇ, ସନ୍ତୋଷ ରାୟ, ପ୍ରଶାନ୍ତ ବିଶ୍ଵାଳ, ରୁଦ୍ର ବେହେରା, ରଞ୍ଜିତ ପରିଡ଼ା, ଶ୍ରୀକାନ୍ତ ପରିଡ଼ା, ନିରାକାର ସ୍ୱାଇଁ, ରିତିକ ସାହୁ, ଉପସ୍ଥିତ ଥିଲେ । ସରକାର ତୁରନ୍ତ ନିଷ୍ପତ୍ତି ପ୍ରତ୍ୟାହାର କରିବା ଏବଂ ଏହି ଚିକିତ୍ସାଳୟକୁ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ଘୋଷଣା କରିବାକୁ ସମସ୍ତେ ଦାବି କରିଥିଲେ । ଯଦି ସରକାର ତୁରନ୍ତ ପଦକ୍ଷେପ ନ ନିଅନ୍ତି ତେବେ ଆଗାମୀ ଦିନକୁ ତୀବ୍ରତର କରାଯିବ ବୋଲି ଚେତାବନୀ ଦିଆଯାଇଛି ।

Leave a comment

Your email address will not be published. Required fields are marked *