Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ପିଇଓଙ୍କୁ ଆକ୍ରମଣ ଘଟଣା:

ପିଇଓଙ୍କୁ ଆକ୍ରମଣ ଘଟଣା:

ବିଡ଼ିଓଙ୍କ ଅନୁରୋଧ ପରେ ଧାରଣା ପ୍ରତ୍ୟାହୃତ
ପିଇଓଙ୍କୁ ଅଭିଯୁକ୍ତଙ୍କ କ୍ଷମା ପ୍ରାର୍ଥନା !

ଓଡ଼ିଶା ଲିଡ୍ସ(ଦଶରଥପୁର): ବନ୍ୟାଞ୍ଚଳକୁ ରିଲିଫ ସାମଗ୍ରୀ ନେଇ ଯାଉଥିବା ଦଶରଥପୁର ବ୍ଲକ କଁୟା ପଞ୍ଚାୟତ ପିଇଓ ପ୍ରଶାନ୍ତ ମିଶ୍ର ବନ୍ୟା ବିପନ୍ନଙ୍କ ପାଇଁ ଉଦ୍ଦିଷ୍ଟ ରିଲିଫ ସାମଗ୍ରୀ ନେବା ସମୟରେ ସାମଗ୍ରୀ ହଡ଼ପ ଉଦ୍ୟମ ସହ ଆକ୍ରମଣ ହୋଇଥିଲା । ଏ ନେଇ ଅଭିଯୋଗ ପରେ ଘଟଣାରେ ମଙ୍ଗଳପୁର ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ବଦଳରେ ଥାନାରେ କିଛି ସମୟ ଅଟକ ରଖି ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ିଦେଇଥିଲେ । ଘଟଣାକୁ ନେଇ ଅଭିଯୁକ୍ତଙ୍କ ପ୍ରତି ମଙ୍ଗଳପୁର ପୋଲିସ ଅନୁକମ୍ପା ମନୋଭାବ ପ୍ରଦର୍ଶନ କରୁଥିବା ଅଭିଯୋଗ କରି ବ୍ଲକ ପିଇଓ ସଙ୍ଘ ଆଜି ବ୍ଲକ କାର୍ଯ୍ୟାଳୟରେ ଧାରଣାରେ ବସିଥିଲା । ପିଇଓଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହିତ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ପୁଲିସ ଗିରଫ ନକରିବା ପର୍ଯ୍ୟନ୍ତ ପିଇଓ ସଙ୍ଘ ବନ୍ୟା ମୁକାବିଲାରେ ସହଯୋଗ କରିବେ ନାହିଁ ବୋଲି ରୋକ ଠୋକ ମନା କରିଦେବାରୁ ପ୍ରଶାସନର ଚିନ୍ତା ବଢିଥିଲା। ଖବର ପାଇ ଜିଲ୍ଲାପାଳ ଅମ୍ବର କୁମାର କର ଏବଂ ଯାଜପୁର ବିଧାୟିକା ସୁଜାତା ସାହୁ ଦଶରଥପୁର ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡ଼ିଓ ଆକାଶ ପଟ୍ଟନାୟକଙ୍କ ଉପସ୍ଥିତିରେ ପିଇଓ ସଙ୍ଘ କାର୍ଯ୍ୟକର୍ତ୍ତାଙ୍କକୁ ଡାକି ଆଲୋଚନା କରିଥିଲେ। ବନ୍ୟା ପରିସ୍ଥିତିରେ ବିପନ୍ନଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ସଙ୍ଘ କାର୍ଯ୍ୟକର୍ତାଙ୍କୁ ବିଡ଼ିଓ ଶ୍ରୀ ପଟ୍ଟନାୟକ ଅନୁରୋଧ କରିବା ପରେ ସଙ୍ଘର କାର୍ଯ୍ୟକର୍ତ୍ତା ନିଷ୍ପତ୍ତି ଜଣାଇବାକୁ କିଛି ସମୟ ନେଇଥିଲେ। ଏ ନେଇ ଜର୍ମକର୍ତ୍ତା ଆଲୋଚନା ପରେ ବନ୍ୟା ବିପନ୍ନଙ୍କ ସ୍ୱାର୍ଥ ଦୃଷ୍ଟିରୁ ସଙ୍ଘ ଧାରଣାରୁ ଓହରିଲା ବୋଲି ବିଡ଼ିଓଙ୍କୁ ଅବଗତ କରିଥିଲେ । ଏହା ସହ ଅଭିଯୁକ୍ତଙ୍କୁ ଗିରଫ କରାନଗଲେ ବନ୍ୟା ସ୍ଥିତି ସୁଧୁରିବା ପରେ ସଙ୍ଘ ପୁନଶ୍ଚ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବ ବୋଲି ନିଷ୍ପତି ନେଇଥିବା ମଧ୍ୟ ଜଣାଇଥିଲେ। ଏହାର କିଛି ସମୟ ପରେ ଅଭିଯୁକ୍ତ ମାନେ ପଞ୍ଚାଯତ ସମିତି କାର୍ଯ୍ୟାଳୟରେ ପହଞ୍ଚି ଆନ୍ଦୋଳନରତ ପିଇଓ ସଙ୍ଘ କାର୍ଯ୍ୟକର୍ତ୍ତାଙ୍କ ନିକଟରେ ଘଟଣାକୁ ନେଇ କ୍ଷମା ପ୍ରାର୍ଥନା କରିଥିବା ଜଣାଯାଇଛି। ଏହି ଘଟଣାକୁ ନେଇ ଯାଜପୁର ବିଜେପି ଦୁଇ ଭାଗ ହୋଇଥିଲା । ଗୋଟିଏ ଗୋଷ୍ଠି ଆକ୍ରମଣକାରୀଙ୍କୁ ଗିରଫ ଦାବି କରୁଥିଲା ବେଳେ ଆଉ ଗୋଟିଏ ଗୋଷ୍ଠି ଆକ୍ରମଣକାରୀଙ୍କୁ ସୁରକ୍ଷା ଦେବାକୁ ପ୍ରଶାସନ ଉପରେ ଚାପ ପକାଉଥିବା ଚର୍ଚ୍ଚା ହେଉଥିଲା ।

Leave a comment

Your email address will not be published. Required fields are marked *