Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ପୁଣି ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ,ବିଭିନ୍ନ ବିଷୟକୁ ନେଇ ଚର୍ଚ୍ଚା

ପୁଣି ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ,ବିଭିନ୍ନ ବିଷୟକୁ ନେଇ ଚର୍ଚ୍ଚା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦିଲ୍ଲୀ ଗସ୍ତରୁ ଫେରିବାର ଗୋଟିଏ ଦିନ ପରେ ପୁଣି ଦିଲ୍ଲୀ ଗସ୍ତ କରିଛନ୍ତି ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ । ପୂର୍ବ ଗସ୍ତରେ ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ ଶ୍ରୀ ସାମଲ । ପୁଣି ଥରେ ସେ ଦିଲ୍ଲୀ ଯିବା ପରେ ରାଜ୍ୟ ବିଜେପିରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଦାନା ବାନ୍ଧିଛି । ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟ ଦିଲ୍ଲୀ ଗସ୍ତ କରିବେ ।

ସୂଚନା ଅନୁଯାୟୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଓ ଦଳୀୟ ସଭାପତି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ଦଳର ସମସ୍ତ ସାଂସଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ସେପ୍ଟେମ୍ବର ୧୨ରେ ମୋହନ ମାଝୀଙ୍କ ସରକାରକୁ ୧୫ ମାସ ପୁରିବ । ଏହା ପରେ ସମ୍ଭବତଃ ମୁଖ୍ୟମନ୍ତ୍ରୀ ନିଜ ମନ୍ତ୍ରୀମଣ୍ଡଳ ସଂପ୍ରସରଣ କରି ପାରନ୍ତି ।

ମନ୍ତ୍ରୀ ଥିବା କିଛି ନେତାଙ୍କ ବିଭାଗରେ ପରିବର୍ତ୍ତନ ହେବା ସହିତ ନୂତନ ଭାବେ କିଛି ବିଧାୟକ ମନ୍ତ୍ରୀ ମଣ୍ଡଳରେ ସାମିଲ ହେବେ । ଏହା ସହିତ କିଛି ମନ୍ତ୍ରୀଙ୍କୁ ମନ୍ତ୍ରୀ ମଣ୍ଡଳରୁ ହଟା ଯିବା ନେଇ ମଧ୍ୟ ବିଚାର ବିମର୍ଷ ଚାଲିଛି । କେଉଁ ମାନଙ୍କ ବିଭାଗରେ ପରିବର୍ତ୍ତନ ହେବ, କାହାକୁ ମନ୍ତ୍ରୀ ମଣ୍ଡଳରେ ନୂତନ ଭାବେ ସାମିଲ କରାଯିବ ଓ କେଉଁ ମାନଙ୍କୁ ମନ୍ତ୍ରୀ ମଣ୍ଡଳରୁ ହଟାଜିବ ସେ ନେଇ ମନମୋହନ କେନ୍ଦ୍ର ନେତୃତ୍ୱଙ୍କ ସହିତ ବିଚାର ବିମର୍ଷ କରିବେ ବୋଲି ଚର୍ଚ୍ଚା ହେଉଛି ।

ଅନ୍ୟ ପକ୍ଷରେ ଆଜି ବିରିଧି ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଧ୍ୟ ଚାରିଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି । ଦିଲ୍ଲୀ ରହଣି ସମୟରେ ନବୀନ ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି କେଉଁ ଆଭିମୁଖ୍ୟ ଗ୍ରହଣ କରିବ ସେ ନେଇ ସ୍ଥିର କରିବେ । ଏହି ସମୟରେ ସେ କେନ୍ଦ୍ରର କିଛି ବରିଷ୍ଠ ବିଜେପି ନେତାଙ୍କ ସହିତ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଛି । ଏହି ଆଲୋଚନା ସମୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ସେଠାରେ ଉପସ୍ଥିତ ରହୁବେ ବୋଲି ଚର୍ଚ୍ଚା ହେଉଛି ।

Leave a comment

Your email address will not be published. Required fields are marked *