Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ର୍ଜାତୀୟ > ପୁଣି ଭୟଙ୍କର ରୂପ ନେଲାଣି ମଣିପୁର ହିଂସା: କାମ କରୁଥିବାବେଳେ ୨ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା

ପୁଣି ଭୟଙ୍କର ରୂପ ନେଲାଣି ମଣିପୁର ହିଂସା: କାମ କରୁଥିବାବେଳେ ୨ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୁଣି ମଣିପୁରରେ ହିଂସା ଭୟଙ୍କର ରୂପ ନେଉଛି। ରବିବାର କୁକି ସମ୍ପ୍ରଦାୟର ୪ ଜଣଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ଗତକାଲି ପୁଣି ଜିରିବାମ ଜିଲ୍ଲାର ଲେସାଙ୍ଗ କୁକି ଗ୍ରାମରେ ଜମିରେ କାମ କରୁଥିଲା ବେଳେ ୨ ଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି। କେବଳ ସେତିକି ନୁହେଁ ଅନେକ ଫାର୍ମହାଉସ୍‌ରେ ଦୁର୍ବୃତ୍ତମାନେ ମଧ୍ୟ ନିଆଁ ଲଗାଇଦେଇଛନ୍ତି। ଏହି ଘଟଣା ପରେ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି ।

ମହିଳାମାନେ ସେମାନଙ୍କ ଚାଷଜମିରେ କାମ କରୁଥିବାବେଳେ ଗତକାଲି ଅପରାହ୍ଣ ପ୍ରାୟ ୩ଟାରେ ସେମାନଙ୍କ ଉପରେ ଆକ୍ରମଣ ହୋଇଥିଲା। ସ୍ଥାନୀୟ ସୂତ୍ର ଅନୁଯାୟୀ, ଆକ୍ରମଣ ସମୟରେ ଆହୁରି ଅନେକ ଗ୍ରାମବାସୀ ଚାଷଜମିରେ କାମ କରୁଥିଲେ। ସେମାନଙ୍କ ସମ୍ପର୍କରେ କିଛି ଖୋଜଖବର ମିଳିନାହିଁ।

ମୃତ ୨ ମହିଳାଙ୍କୁ ଚିହ୍ନଟ କରାଯାଇଛି। ସେମାନେ ହେଲେ ଚୋଙ୍ଗା ସିତଲୋଉ (୬୦) ଓ କିମବୋଇ ସିଙ୍ଗସନ୍‌ (୩୦)। ଉଭୟ ଲେସାଙ୍ଗ ଗ୍ରାମର ବାସିନ୍ଦା। ସ୍ଥାନୀୟ ଲୋକଙ୍କ ଅନୁଯାୟୀ, ଚୋଙ୍ଗା ତାଙ୍କ ଚାଷଜମିରେ ଜାଳେଣି କାଠ ସଂଗ୍ରହ କରି ରଖୁଥିବାବେଳେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। କିମବୋଇ ସିଙ୍ଗସନ୍‌ ନିକଟରେ ନର୍ସିଂ ପାଠ ଶେଷ କରିଥିଲେ। ସେ ଚାଷକାମରେ ବାପାମାଆଙ୍କୁ ସହଯୋଗ କରିବା ପାଇଁ ଘରକୁ ଆସିଥିଲେ। ତେବେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଛି।

Leave a comment

Your email address will not be published. Required fields are marked *