Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ପୁଣି ଶ୍ରୀମୟୀଙ୍କ ଶବ୍ଦ ବାଣ: ଭଣ୍ଡ ସନ୍ୟାସୀଙ୍କ ଦେହରେ କେଉଁ ଓଡ଼ିଆ ମହାପୁରୁଷଙ୍କର ରକ୍ତ ଅଛି

ପୁଣି ଶ୍ରୀମୟୀଙ୍କ ଶବ୍ଦ ବାଣ: ଭଣ୍ଡ ସନ୍ୟାସୀଙ୍କ ଦେହରେ କେଉଁ ଓଡ଼ିଆ ମହାପୁରୁଷଙ୍କର ରକ୍ତ ଅଛି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଜୟ ଢୋଲକିଆଙ୍କ ରକ୍ତକୁ ନେଇ ବିଜେଡିର ବରିଷ୍ଠ ନେତା ପ୍ରତାପ ଜେନା ଅରୁଚିକର ମନ୍ତବ୍ୟ ଦେଲା ପରେ ବିଜେଡିର ନିଲମ୍ବିତ ନେତ୍ରୀ ଶ୍ରୀମୟୀ ମିଶ୍ର ଆଜି ନିଜ ଫେସ୍‌ବୁକ୍ ପୋଷ୍ଟରେ ବିଜେଡିକୁ ପୁଣି ଶବ୍ଦ ବାଣ ମାରିଛନ୍ତି । ଶ୍ରୀମୟୀ ଲେଖିଛନ୍ତି ଯଦି ଜୟ ଢୋଲକିଆ, ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କର ରକ୍ତ ନୁହେଁ ବୋଲି ଶ୍ରୀ ପ୍ରତାପ ଜେନା କହୁଛନ୍ତି, ତାହାଲେ ଭଣ୍ଡ ସନ୍ୟାସୀଙ୍କ ଦେହରେ କେଉଁ ଓଡ଼ିଆ ମହାପୁରୁଷଙ୍କର ରକ୍ତ ଅଛି ବୋଲି ସେ ଅନୁଭବ କରି, ତାଙ୍କର ଆଦେଶ ମାନୁଛନ୍ତି ? ରାଜନୀତି କରନ୍ତୁ, କିନ୍ତୁ ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ତଥା ପୂର୍ବତନ ବିଧାୟକ ସ୍ୱର୍ଗତ ଢୋଲକିଆଙ୍କ ଆତ୍ମାକୁ ବାଧିଲା ଭଳି ବକ୍ତବ୍ୟ ରଖନ୍ତୁ ନାହିଁ କି ତାଙ୍କର ପରିବାରର ଭାବାବେଗ ସହ ଖେଳନ୍ତୁ ନାହିଁ। ମାନବିକତା, ରାଜନୀତିରୁ ଊର୍ଦ୍ଧ୍ବରେ। ଓଡ଼ିଆ ସଂସ୍କୃତି ଆମକୁ ଏହି ଶିକ୍ଷା ଦିଏ ।

ଗତ କାଲି ବିଜେପିରେ ଜୟ ଢୋଲକିଆ ଯୋଗଦେବା ପରେ ପ୍ରତାପ ଜେନା ନିଜ ବିବୃତିରେ କହିଥିଲେ, ଜୟ ପ୍ରକୃତରେ ଯଦି ରାଜେନ୍ଦ୍ରଙ୍କ ନିଜ ପୁଅ ହେଇ ଥାଆନ୍ତେ ସେ ବିଜେପିରେ ମିଶି ନଥାନ୍ତେ। ଜୟ ଢୋଲକିଆ ପୋଷ୍ୟ ପୁଅ ଯୋଗୁ ବିଜେପିକୁ ଗଲେ। ରାଜେନ୍ଦ୍ର ଢୋଲକିଆଙ୍କ ରକ୍ତ ଜୟ ଢୋଲକିଆଙ୍କ ଦେହରେ ନାହିଁ । ଏଭଳି ଅରୁଚିକର ମନ୍ତବ୍ୟ ରାଜନୀତି ମହଲରେ ପ୍ରତିକ୍ରିୟା ସୃଷ୍ଟି କରିଛି ।

Leave a comment

Your email address will not be published. Required fields are marked *