orissaleads

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

Blog Post

orissaleads > ରାଜ୍ୟ > ପୁଣି ଶ୍ରୀମୟୀ ଶବ୍ଦ ବାଣ: ତାମିଲ ବୋହୂ ହାତରେ ଦଳକୁ ଟେକି ଦେବା ପାଇଁ ଏବେ ସଂଘବଦ୍ଧ ରଣନୀତି ଆରମ୍ଭ ହୋଇଛି

ପୁଣି ଶ୍ରୀମୟୀ ଶବ୍ଦ ବାଣ: ତାମିଲ ବୋହୂ ହାତରେ ଦଳକୁ ଟେକି ଦେବା ପାଇଁ ଏବେ ସଂଘବଦ୍ଧ ରଣନୀତି ଆରମ୍ଭ ହୋଇଛି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦଳରୁ ନିଲମ୍ବିତ ହୋଇଥିବା ଶ୍ରୀମୟୀ ମିଶ୍ର ତାଙ୍କ ଶବ୍ଦ ବାଣରେ ବିଜେଡିକୁ ଘାଇଲା କରୁଥିଲା ବେଳେ ପୁଣି ଶବ୍ଦ ବାଣ ମାରିଛନ୍ତି । ସେ କହିଛନ୍ତି ୨୦୨୪ ନିର୍ବାଚନରେ ଦଳୀୟ ବ୍ୟାନରରୁ ବିଜୁବାବୁଙ୍କୁ ହଟାଇ ତାମିଲ୍ ଜ୍ବାଇଁ ଫଟୋକୁ ସ୍ଥାନ ଦେବାର ପରିଣାମ ତ ରାଜ୍ୟବାସୀ ଦେଇସାରିଛନ୍ତି। ଏହା ଫଳରେ ୨୪ବର୍ଷର ସରକାର ପଳାଇଲା। ସେହି ଭଣ୍ଡ ସନ୍ୟାସୀର ଚାଟୁକାର ହୋଇ ସାଲିସ୍ କଲ, ଆଉ ନୂଆପଡ଼ାବାସୀ ବି କଡ଼ା ଜବାବ ଦେଲେ। ଏହାପରେ ବି ତାମିଲ ମୋହ ତୁଟୁନି। ଶ୍ରୀମୟୀ ଫେସବୁକ୍ ପୋଷ୍ଟରେ ଲେଖିଛନ୍ତି,
“ଜାତି ନନ୍ଦିଘୋଷ ଚଳିବ କି ଭାଇ ସ୍ବାର୍ଥକୁ ସାରଥୀ କଲେ ,
ଟାଣେ କିରେ ଗାଡ଼ି ଦାନାର ତୋବଡ଼ା ଘୋଡ଼ା ମୁଖେ ବନ୍ଧା ଥିଲେ।”

ଯେଉଁ ନେତାମାନେ ଦିନେ ବିଜୁ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ବୋଲି ଦାବି କରୁଥିଲେ, ଆଉ ବିଜୁବାବୁଙ୍କ ସମୟରୁ ରାଜନୀତି କରୁଛୁ ବୋଲି ଗର୍ବ କରୁଥିଲେ, ଆମମାନଙ୍କୁ ବିଜୁବାବୁଙ୍କ ଆଦର୍ଶର କଥା କହୁଥିଲେ ସେହି ଆଗଧାଡ଼ିର ନେତାମାନେ ଆଜି ନିରବ କାହିଁକି ବୋଲି ମଧ୍ୟ ପ୍ରଶ୍ନ କରିଛନ୍ତି ଶ୍ରୀମୟୀ ।

ବିଜୁବାବୁଙ୍କ ନାମରେ ଗଠିତ ରାଜନୀତିକ ଦଳରେ ରହି ନିଜ ସ୍ବାଭିମାନ ଓ ଆଦର୍ଶ ସହ ସାଲିସ୍ କ’ଣ ପାଇଁ ? ଏବେ ପୁଣି କେଉଁ ଭୟ ଘାରିଛି ? ଦଳର ଦୟନୀୟ ସ୍ଥିତି ପରେ ମଧ୍ୟ ସୁଧାରିବା ପାଇଁ ମୁହଁ ଖୋଲିବାକୁ ଡର କାହିଁକି ?
କିଛି ନେତା ତ କେବଳ ମୁଣ୍ଡ ବିକ୍ରି କରି ଚୁପ୍ ରହିନାହାନ୍ତି ବରଂ ତାମିଲ ଆଦର୍ଶକୁ ସୁହାଇଲା ଭଳି ଆଚରଣ ବି କରୁଛନ୍ତି। ତାମିଲ ବୋହୂ ହାତରେ ଦଳକୁ ଟେକି ଦେବା ପାଇଁ ଏବେ ସଂଘବଦ୍ଧ ରଣନୀତି ଆରମ୍ଭ କରିଦେଇଛନ୍ତି। ୟେ କ’ଣ ଆପଣମାନଙ୍କର ବିଜୁ ଆଦର୍ଶ ବୋଲି ମଧ୍ୟ ପ୍ରଶ୍ନ କରିଛନ୍ତି ଶ୍ରୀମୟୀ ।

Leave a comment

Your email address will not be published. Required fields are marked *