orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଜିଲ୍ଲା > ପୁରୀ > ପୁରୀରେ ପ୍ରସିଦ୍ଧ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ପୁରୀରେ ପ୍ରସିଦ୍ଧ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତା କାଲି ପୁରୀରେ ଦେବସ୍ନାନ ପୂର୍ଣ୍ଣିମା । ସ୍ନାନମଣ୍ଡପରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ । ମହାପ୍ରଭୁ ଜଗନ୍ନାଥ, ବଡ଼ ଭାଇ ବଳଭଦ୍ର ଓ ଦେବୀ ଶୁଭଦ୍ରା । ଏହା ପରେ ହାତୀବେଶରେ ଉପସ୍ଥିତ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଥିଲା ବେଳେ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ସ୍ନାନବେଦୀକୁ ପହଣ୍ଡି ପୂର୍ବରୁ ଶ୍ରୀବିଗ୍ରହ ବାହୁକଣ୍ଟ ଓ ଚାରମାଳ ବନ୍ଧା ନୀତି ମଧ୍ୟ ସମ୍ପନ୍ନ ହୋଇଛି । ଆଜି ମହାପ୍ରଭୁଙ୍କ ସେନାପଟା ନୀତି । ଏଥିପାଇଁ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇସାରିଛି । ନୀତି ଅନୁଯାୟୀ ମଙ୍ଗଳାର୍ପଣ ପ୍ରାତଃ- ୪ଟା ୩୦ରେ ମଙ୍ଗଳାର୍ପଣ ହେବ । ଏହା ପରେ ହଁ ଡୋରଲାଗି ଓ ପୁଷ୍ପାଞ୍ଜଳୀ ହୋଇ ୫ ଟା ରୁ ୭ଟା ମଧ୍ୟରେ ପହଣ୍ଡି ଆରମ୍ଭ ହେବ ।
ସକାଳ ୯ ଟାରେ ମଙ୍ଗଳ ଆଳତି, ୯ଟା ୧୫ରେ ମିଲମ, ୯ଟା ୨୫ରେ ତଡପ ଲାଗି, ୯ଟା ୪୫ରେ ଅଧର ପୋଛା, ୧୦ଟା ୨୦ରେ ଅବକାଶ, ୧୦ଟା ୨୦ରେ ରୋଷହୋମ, ୧୦ଟା ୩୦ରେ ସୂର୍ଯ୍ୟ ପୂଜା ପରେ ଦ୍ଵାରପାଳ ପୂଜା ୧୦ଟା ୫୫ରେ ଅନୁଷ୍ଠିତ ହେବ । ୧୧ଟା ୧୦ରେ ବେଶ ଶେଷ, ୧୨ଟା ୨୦ରୁ ୧ଟା ୪୫ ମଧ୍ୟରେ ଜଳ ବିଜେ, ପୂଜା, ସ୍ନାନ, ୨ଟା ୫୦ରେ ମଇଲମ, ମେକାପ ସର୍ବାଙ୍ଗ, ନୂଆଲୁଗା ଲାଗି ବେଶ, ୩ଟା ୩୦ରେ ଛେରା ପହଁରା କାର୍ଯ୍ୟ ଅନୁଷ୍ଠିତ ହେବ । ଏହା ପରେ ୪ଟା ୩୦ରେ ହାତୀ ବେଶ ଓ ମହନ୍ତଶାଢ଼ୀବନ୍ଧା ପରେ ୫ଟା ୪୫ ରୁ ୭ଟା ୨୦ ଘଣ୍ଟ ଛତା ସକାଳ ଧୂପ, ସଂଧ୍ୟା ୬ଟା ୩୦ରେ ଦକ୍ଷିଣିଘର ଭୋଗ, ୭ଟା ୩୦ ରୁ ୧୦ ଟା ୩୦ ସହାଣ ମେଲା, ରାତ୍ର ୧୧ଟା ହାତୀବେଶ ମଇଲମ, ୧୧ଟା ୧୦ ରେ ପୁଷ୍ପାଞ୍ଜଳୀ ଓ ଡୋରଲାଗି, ୧୧ଟା ୩୦ ରୁ ୨ ଟା ମଧ୍ୟରେ ବାହୁଡା ପହଣ୍ଡି ହେବ । ସୁନା ଚିତା ଓ ରାହୁ ରେଖା ମଇଲମ ୨ଟା ୩୦ ରେ ଅନୁଷ୍ଠିତ ହେବ ।

Leave a comment

Your email address will not be published. Required fields are marked *