Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ପୁରୀ > ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କାଳବୈଶାଖୀର ତାଣ୍ଡବ

ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କାଳବୈଶାଖୀର ତାଣ୍ଡବ

ଓଡ଼ିଶା ଲିଡ୍ସ(ବ୍ରହ୍ମଗିରି)(ପିଙ୍କୁନ ଜେନା): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଲକରେ ମଧ୍ୟ ରାତ୍ରିରେ ତାଣ୍ଡବ ରଚିଛି କାଳ ବୈଶାଖୀ । ମାଲୁଦରୁ କୃଷ୍ଣପ୍ରସାଦ ଏବଂ ମାଲୁଦରୁ ମୋରଡା ଦେଇ ଜହ୍ନିକୁଦା ଯାଏ ରାସ୍ତାରେ ବଡ ବଡ ଗଛ ଭାଙ୍ଗି ପଡିବା ଫଳରେ ଗତଗତରେ ବାଧା ସୃଷ୍ଟି ହୋଇଛି । ବ୍ଲକ ମୁଖ୍ୟ କାର୍ଯ୍ୟାଳୟରୁ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ପୁରୀ ପର୍ଯ୍ୟନ୍ତ ଯାତାୟାତ ବିଶେଷ ଭାବେ ପ୍ରଭାବିତ ହୋଇଛି। ସେହିଭଳି ବାଲୁଗାଁ ଠାରୁ କୃଷ୍ଣପ୍ରସାଦ ଯାତାୟାତ କରୁଥିବା ଲଞ୍ଚ ବନ୍ଦ ହୋଇଥିବା ବେଳେ ସାତପଡ଼ା ଜହ୍ନିକୁଦାକୁ ଯାତାୟାତ କରୁଥିବା ଭସାପୋଲ ଚଳାଚଳକୁ ବନ୍ଦ କରାଯାଇଛି। ଯାହାଦ୍ୱାରା କୃଷ୍ଣପ୍ରସାଦ ଅଞ୍ଚଳବାସୀ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛନ୍ତି । ସେହିଭଳି କୃଷ୍ଣପ୍ରସାଦ ବ୍ଲକ ବୁଦ୍ଧିବର ଗ୍ରାମ ପଞ୍ଚାୟତ ପ୍ରଧାନଗାଁରେ ଏକ ବିରାଟକାୟ ବର ଗଛ ଉପୁଡି ପଡିବାରୁ ଗୋଟିଏ ଛାତ ଘର, ଚାଳ ଛପର ଘର, ଗୋଟିଏ କ୍ୟାଭିନ ଭାଙ୍ଗି ପଡିଛି।

ବଜ୍ରପାତ ଯୋଗୁ ପ୍ରଧାନଗାଁର ଗୋଟିଏ ଛାତ ଘର କାନ୍ଥ ମଧ୍ୟ ଭାଙ୍ଗି ଯାଇଥିବା ଜଣାଯାଇଛି। ଖବରପାଇ କୃଷ୍ଣପ୍ରସାଦ ଥାନା ଅଧିକାରୀ ବିଚିତ୍ରାନନ୍ଦ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବରପାଇ ମାଲୁଦ ଅଗ୍ନିଶମ ବିଭାଗ ମୁଖ୍ୟ ଅଗ୍ନିକ ଦିବ୍ୟ ସୁନ୍ଦର କୁଅଁରଙ୍କ ସହିତ ଅନ୍ୟ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗଛ କାଟି ରାସ୍ତା ଘାଟ ସଫା କରିଥିଲେ। ଗଛ ପଡି ପ୍ରଧାନ ଗାଁର ବଂଶୀଧର ପ୍ରଧାନ, ପ୍ରଭାତ କୁମାର ପ୍ରଧାନ, ମେଘନାଦ ପ୍ରଧାନ, ଆରତ ପ୍ରଧାନ ବିପିନ ପ୍ରଧାନଙ୍କ ଘର ଭାଙ୍ଗି ଥିବା ଜଣାଯାଇଛି। କ୍ଷତିଗ୍ରସ୍ତ ପରିବାର ପକ୍ଷରୁ ସରକାରୀ କ୍ଷତିପୂରଣ ଦାବି ହୋଇଛି ।

Leave a comment

Your email address will not be published. Required fields are marked *