Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ପୁର୍ବତନ ବିଧାୟିକାଙ୍କ ଦୁଇ ଭାଇଙ୍କ ବିବାଦ ଘଟଣା, ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

ପୁର୍ବତନ ବିଧାୟିକାଙ୍କ ଦୁଇ ଭାଇଙ୍କ ବିବାଦ ଘଟଣା, ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସଙ୍କ ଦୁଇ ଭାଇଙ୍କ ମଧ୍ୟରେ ଦେଖା ଦେଇଥିବା ବିବାଦ ଗତକାଲି ରାତିରେ ଉଗ୍ର ରୂପ ନେଇଥିଲା । ବଡ଼ ଭାଇ ଉଲ୍ଲାସ ଦାସ ସାନଭାଇ ଉତ୍ତମ ଦାସଙ୍କ ଉପରକୁ ପେଟ୍ରୋଲ ବୋମା ମାଡ଼ କରିଥିବା ଆଲୋଚନା ହେଉଥିଲା ବେଳେ ବୋମାମାଡ଼ରେ ଆହତ ହୋଇଥିଲେ ଶିକ୍ଷକ ଉତ୍ତମ ଦାସ । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ବଡ଼ ଭାଇ ଉଲ୍ଲାସଙ୍କୁ ଉଠାଇ ନେଇଥିଲା । ହେଲେ ଆଜି ଏହି ଘଟଣାରେ ଅଧିକ ଛାନ ବିନ କରିବାକୁ ପୋଲିସ ସାଇଣ୍ଟିଫିକ ଟିମର ସହାୟତା ନେଇଛି । ମଧ୍ୟାହ୍ନରେ ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଟିମ ଘଟଣା ସ୍ଥଳରୁ ୭ରୁ ଉର୍ଦ୍ଧ୍ଵ ମଦ ବୋତଲ ଜବତ କରିଛି । ଯେଉଁ ବୋତଲ ଗୁଡିକରେ ପେଟ୍ରୋଲ ରହିଛି । ଏହା ସହିତ ଘଟଣା ସ୍ଥଳରୁ ଅନ୍ୟ କିଛି ଜିନିଷ ମଧ୍ୟ ପୋଲିସ ଉଦ୍ଧାର କରିଛି । କିଛି ତାଳ ବାହୁଙ୍ଗାକୁ ଜବତ କରିଥିଲା ବେଳେ ସେଥିରେ କପଡା ଗୁଡା ହୋଇଥିବା ଦେଖିବାକୁ ମିଳିଛି । ପୋଲିସ ଓ ସାଇଣ୍ଟିଫିକ ଟିମ ଘଟଣାର ତଦନ୍ତ କରୁଥିଲା ବେଳେ ବଡ଼ ଭାଇ ଥାନାରେ ଅଟକ ଥିବା ସୂଚନା ମିଳିଛି ।

Leave a comment

Your email address will not be published. Required fields are marked *