Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ପୁରୀରେ ହୋଇପାରେ ଶେଷକୃତ୍ୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ପୁରୀରେ ହୋଇପାରେ ଶେଷକୃତ୍ୟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବତନ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ତଥା ବର୍ତ୍ତମାନର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ଦେବେନ୍ଦ୍ର ପ୍ରଧାନଙ୍କର ଆଜି ଦିନ ୧୦ ଟା ୩୦ ମିନିଟ ସମୟରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ସେ କିଛିଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ସ୍ୱର୍ଗତ ପ୍ରଧାନ ଢେଙ୍କାନାଳ ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିଲେ। ସେ ଦେବଗଡ଼ର ସାଂସଦ ରହିବା ସହିତ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପାୟୀଙ୍କ ମନ୍ତ୍ରୀ ମଣ୍ଡଳରେ ସଡ଼କ ପରିବହନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ଏହା ସହିତ ସେ ଦଳର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ଦାୟିତ୍ୱରେ ମଧ୍ୟ ରହିଥିଲେ । ସେ ୪ ଥର ରାଜ୍ୟ ବିଜେପି ସଭାପତି ରହିବା ସହିତ ରାଷ୍ଟ୍ରୀୟ ବିଜେପି ଉପ ସଭାପତି ପଦରେ ରହିଥିଲେ । ଆଜି ତାଙ୍କ ମର ଶରୀର ଅପରାହ୍ନ ୪ ଟା ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ନେଇ ସୂଚନା ରହିଛି । ଏହାପରେ ସମ୍ଭବତଃ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କ ଶେଷ କୃତ୍ୟ ସମ୍ପନ୍ନ ହେବ । ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି ।

Leave a comment

Your email address will not be published. Required fields are marked *