orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ପ୍ରଶ୍ନପତ୍ର ଲିକ କାରଣରୁ ନିଟ୍‌ ୟୁଜି ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ ଗାନ୍ଧି

ପ୍ରଶ୍ନପତ୍ର ଲିକ କାରଣରୁ ନିଟ୍‌ ୟୁଜି ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ ଗାନ୍ଧି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୁଣି ପ୍ରଶ୍ନପତ୍ର ଲିକ, ପୁଣି ପରୀକ୍ଷା ବାତିଲ। ନିଟ ୟୁଜି ପରୀକ୍ଷା ୨୦୨୬ ବାତିଲ ପରେ ୨୨ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ନିରାଶ ହୋଇ ପଡିଛନ୍ତି । ମେ’ ୩ ତାରିଖରେ ୨୨ ଲକ୍ଷରୁ ଉର୍ଦ୍ଧ୍ଵ ପିଲା ଏହି ପରୀକ୍ଷା ଦେଇଥିଲେ। କେନ୍ଦ୍ର ଶିକ୍ଷା ବିଭାଗର ଅବହେଳା ପାଇଁ ଏବେ ଏହା ବାତିଲ ହୋଇ ଯାଇଛି। ଏହାକୁ ନେଇ ଵିରୋଧି ଦଳ ନେତା ରାହୁଲ ଗାନ୍ଧି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ।

ସାରା ଦେଶରେ ନିଟ ୟୁଜି ପରୀକ୍ଷାର ପ୍ରଶ୍ନପତ୍ର ଲିକକୁ ନେଇ ଝଡ଼ ଦେଖିବାକୁ ମିଳିଛି। ପ୍ରତିବାଦରେ ଛାତ୍ରଛାତ୍ରୀ ରାସ୍ତାକୁ ଓହ୍ଲାଇଛନ୍ତି । ଵିରୋଧି ଦଳ ନେତା ରାହୁଲ ଗାନ୍ଧି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତଥାକଥିତ ଅମୃତ କାଳ ଏବେ ଦେଶ ପାଇଁ ବିଷ କାଳରେ ପରିଣତ ହୋଇ ଯାଇଛି। ଦୁର୍ନୀତି ଗ୍ରସ୍ତ ବିଜେପି ଶାସନ ଯୋଗୁ ଏବେ ୨୨ ଲକ୍ଷରୁ ଅଧିକ ଶିକ୍ଷାର୍ଥୀଙ୍କ କଠିନ ପରିଶ୍ରମ, ବଳିଦାନ ଓ ସ୍ୱପ୍ନ ଧୂଳିସାତ ହୋଇ ଯାଇଛି। ସେ ଏକ୍ସରେ ପୋଷ୍ଟ କରି ଏହା ଲେଖିଛନ୍ତି । ସେ ଆହୁରି ଲେଖିଛନ୍ତି କିଛି ପିଲାଙ୍କ ବାପା ଋଣ କରିଥିଲେ, କିଛି ପିଲାଙ୍କ ମା’ ନିଜର ଅଳଙ୍କାର ବିକ୍ରି କରି ଦେଇଥିଲେ, ଲକ୍ଷାଧିକ ପିଲା ରାତି ରାତି ଅନିଦ୍ରା ରହି ପରୀକ୍ଷା ପାଇଁ ପାଠ ପଢ଼ିଥିଲେ। ଏହା ବଦଳରେ ସେମାନେ ପାଇଛନ୍ତି ପ୍ରଶ୍ନପତ୍ର ଲିକ, ସରକାରୀ ଅବହେଳା ଓ ଶିକ୍ଷା ବ୍ୟବସ୍ଥାରେ ଥିବା ସଂଗଠିତ ଦୁର୍ନୀତି।

ଏହା କେବଳ ଗୋଟିଏ ବିଫଳତା ନୁହେଁ, ଏହା ଆମ ଯୁବଗୋଷ୍ଠୀଙ୍କ ଭବିଷ୍ୟତ ବିରୋଧରେ ଅପରାଧ। ପ୍ରତିଥର ପ୍ରଶ୍ନପତ୍ର ମାଫିଆ ବେଶ ଆରାମରେ ଖସି ଯାଉଛନ୍ତି। ହେଲେ ସ୍ୱଚ୍ଛ ଶିକ୍ଷାର୍ଥୀମାନେ ଦଣ୍ଡ ପାଉଛନ୍ତି। ଏବେ ଲକ୍ଷାଧିକ ପିଲା ସମାନ ମାନସିକ ଚାପ, ଆର୍ଥିକ ବୋଝ ଓ ଅନିଶ୍ଚିତାର ସମ୍ମୁଖୀନ ହେବେ।

ଯଦି ଜଣଙ୍କ ଭାଗ୍ୟ କଠିନ ପରିଶ୍ରମ ବଦଳରେ ଟଙ୍କା ଦ୍ୱାରା ନିର୍ଦ୍ଧାରିତ ହେବ, ତା’ହେଲେ ଶିକ୍ଷାର ମୂଲ୍ୟ କ’ଣ ରହିଲା ବୋଲି ସେ ପ୍ରଶ୍ନ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ତଥାକଥିତ ଅମୃତକାଳ ଏବେ ଦେଶ ପାଇଁ ବିଷ କାଳରେ ପରିଣତ ହୋଇଛି ବୋଲି କହି ତୀବ୍ର ଆକ୍ଷେପ କରିଛନ୍ତି ।

Leave a comment

Your email address will not be published. Required fields are marked *