orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ର୍ଜାତୀୟ > ପ୍ରିୟଙ୍କା ଗାନ୍ଧୀଙ୍କୁ ଦଳର ପ୍ରଧାନମନ୍ତ୍ରୀ ଚେହେରା କରିବାକୁ ବଢୁଛି ଦାବି

ପ୍ରିୟଙ୍କା ଗାନ୍ଧୀଙ୍କୁ ଦଳର ପ୍ରଧାନମନ୍ତ୍ରୀ ଚେହେରା କରିବାକୁ ବଢୁଛି ଦାବି

ଓଡ଼ିଶା ଲିଡ୍ସ(ବ୍ୟୁରୋ): କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କୁ ଦଳର ପ୍ରଧାନମନ୍ତ୍ରୀ ଚେହେରା କରିବାକୁ ଦାବି ଜୋରଦାର ହେଉଛି । ଦଳୀୟ ସାଂସଦ ଇମ୍ରାନ ମାସୁଦଙ୍କ ମନ୍ତବ୍ୟକୁ ନେଇ ଏବେ କଂଗ୍ରେସ ଦଳ ଭିତରେ ଓ ବାହାରେ ଆଲୋଚନା ଜୋର ଧରିଛି । ଅପରପକ୍ଷେ ପ୍ରିୟଙ୍କାଙ୍କ ସ୍ବାମୀ ରବର୍ଟ ଭଦ୍ରା କହିଛନ୍ତି, ପ୍ରିୟଙ୍କା ଆଗକୁ ଆସନ୍ତୁ ବୋଲି ବିଭିନ୍ନ ମହଲରୁ ଦାବି ହେଉଛି। ଏବେ କିନ୍ତୁ ଆମେ ଲୋକଙ୍କ ସହ ଜଡ଼ିତ ବାସ୍ତବ ପ୍ରସଙ୍ଗକୁ ଗୁରୁତ୍ବ ଦେଉଛୁ। ନିକଟରେ ମାସୁଦ କହିଥିଲେ ପ୍ରିୟଙ୍କା ଯଦି ପ୍ରଧାନମନ୍ତ୍ରୀ ହୁଅନ୍ତି, ସେ ତାଙ୍କ ଜେଜେମା’ ଇନ୍ଦିରା ଗାନ୍ଧୀଙ୍କ ଭଳି ବାଂଲାଦେଶକୁ କଡ଼ା ଜବାବ ଦେଇପାରିବେ।

ବିଜେପି ପ୍ରବକ୍ତା ଶେହଜାଦ ପୁନାୱାଲା କହିଛନ୍ତି, ରାହୁଲ ବିଦେଶରେ ଭାରତକୁ ଅପମାନ କରୁଛନ୍ତି, ଯେଉଁଥି ପାଇଁ ଇମ୍ରାନ ମାସୁଦ, ଶଶି ଥରୁର୍‌ ଓ ପ୍ରିୟଙ୍କା ଗାନ୍ଧୀଙ୍କ ଗୋଷ୍ଠୀରୁ ବହୁ ଜଣ ତାଙ୍କୁ ବିରୋଧ କରୁଛନ୍ତି। କଂଗ୍ରେସ ପାର୍ଟିର ସହଯୋଗୀ ଦଳମାନେ ରାହୁଲ ଗାନ୍ଧୀଙ୍କ ବିରୋଧରେ କହି ସାରିଛନ୍ତି। ଦେଶବାସୀଙ୍କର ତାଙ୍କ ଉପରେ ବିଶ୍ବାସ ନାହିଁ, ଜନମତ ତାଙ୍କ ବିରୋଧରେ ଥିଲା। ଏବେ ଜନପଥ ମଧ୍ୟ ତାଙ୍କ ବିରୋଧରେ ହୋଇଗଲାଣି । ବିଜେପି ଜାତୀୟ ପ୍ରବକ୍ତା ପ୍ରଦୀପ ଭଣ୍ଡାରୀ ମଧ୍ୟ ‘ଏକ୍ସ’ରେ ଲେଖିଛନ୍ତି, କଂଗ୍ରେସରେ ରାହୁଲ ଓ ପ୍ରିୟଙ୍କାଙ୍କ ଗୋଷ୍ଠୀ ମଧ୍ୟରେ ମତଭେଦ ଯୋଗୁ କଂଗ୍ରେସ ପାର୍ଟି ଦୁଇ ଭାଗରେ ବିଭକ୍ତ ହୋଇଗଲାଣି। ରାହୁଲ ଗାନ୍ଧୀଙ୍କ ବିରୋଧରେ ରବର୍ଟ ଭଦ୍ରା ଓ ପ୍ରିୟଙ୍କା ଗାନ୍ଧୀଙ୍କ ଖୋଲା ମତଭେଦ ପରିବାରରେ ଥିବା ବିବାଦକୁ ସ୍ପଷ୍ଟ କରୁଛି ବୋଲି ସେ ଲେଖିଛନ୍ତି ।

Leave a comment

Your email address will not be published. Required fields are marked *