Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଆନ୍ତର୍ଜାତୀୟ > ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମୁହାଁ ମୁହିଁ ହୋଇଛନ୍ତି ଦୁଇ ମହାଶକ୍ତି ଚୀନ ଓ ଆମେରିକା । ଶୁଳ୍କ ସର୍ତ୍ତକୁ ନେଇ ଦୁଇ ଦେଶ ମଧ୍ୟରେ ସଂପର୍କ ହଠାତ୍‌ ତିକ୍ତ ହୋଇଉଠିଛି । ଉଭୟ ରାଷ୍ଟ୍ର ପରସ୍ପର ବିରୋଧରେ ଉତ୍ତେଜନା ସୃଷ୍ଟିକାରୀ ବୟାନ ଦେବା ବିବାଦକୁ ଅଧିକ ଘନୀଭୂତ କରିଛି । ଗତକାଲି ଚୀନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇ ଏକ ବୟାନରେ କୁହାଯାଇଛି ଯେ ଆମେରିକା ସହ ଆମେ ଯେ କୌଣସି ପ୍ରକାର ଯୁଦ୍ଧ ପାଇଁ ପ୍ରସ୍ତୁତ ଅଛୁ। ଏଭଳି ଧମକ ପରେ ଆମେରିକା ଆଜି ଏହାର ଜବାବ ଦେଇଛି। ଆମେରିକା ପ୍ରତିରକ୍ଷା ସଚିବ ପିଟ୍ ହେଗ ସେଥ କହିଛନ୍ତି ଚୀନ ସହ ଯୁଦ୍ଧ ପାଇଁ ଆମେରିକା ମଧ୍ୟ ପ୍ରସ୍ତୁତ ଅଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଆମେରିକୀୟଙ୍କ ସ୍ବାର୍ଥ ରକ୍ଷା ପାଇଁ କଠୋର ନିଷ୍ପତ୍ତି ନେଉଛନ୍ତି। ଆମେ ଯେ କୌଣସି ଆହ୍ବାନର ସମ୍ମୁଖୀନ ହେବାକୁ ପ୍ରସ୍ତୁତ ଅଛୁ ବୋଲି ପ୍ରତିରକ୍ଷା ସଚିବ କହିଛନ୍ତି।

ଏଠାରେ ସୂଚନାଯୋଗ୍ୟ, ଆମେରିକାରେ ଥିବା ଚୀନ ଦୂତାବାସ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରି କହିଥିଲା ଯଦି ଆମେରିକା ଯୁଦ୍ଧ ଚାହୁଛି ତାହେଲେ ଆମେ ଏଥିପାଇଁ ପ୍ରସ୍ତୁତ ଅଛୁ । ଶୁଳ୍କ ଯୁଦ୍ଧ ହେଉ କି ବାଣିଜ୍ୟ ଯୁଦ୍ଧ କିମ୍ବା ଅନ୍ୟ କୌଣସି ପ୍ରକାରର ଯୁଦ୍ଧ ଆମେ ଶେଷ ପର୍ଯ୍ୟନ୍ତ ଲଢ଼ିବାକୁ ପ୍ରସ୍ତୁତ ଅଛୁ।

ଅପରପକ୍ଷେ ଆମେରିକା ପ୍ରତିରକ୍ଷା ସଚିବ ପିଟ୍‌ ହେଗ ସେଥ କହିଛନ୍ତି, ଶାନ୍ତି ସ୍ଥାପନା ପାଇଁ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବା ଦରକାର। ସଂଘର୍ଷକୁ ରୋକିବା ପାଇଁ ସାମରିକ ଶକ୍ତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ହେଗ୍‌ସେଥ ଚୀନ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଆମେ ଆମ ସେନାକୁ ସର୍ବଶକ୍ତିମାନ କରୁଛୁ। ଶାନ୍ତି ପାଇଁ ଆମକୁ ସର୍ବାଧିକ ଶକ୍ତିଶାଳୀ ହେବାକୁ ପଡ଼ିବ ଏବଂ ଆମେରିକା ଏଥିରେ କୌଣସି ସାଲିସ କରିବ ନାହିଁ । ଚୀନ କ୍ରମାଗତ ଭାବେ ନିଜର ସାମରିକ ଶକ୍ତି ବଢ଼ାଇବା ସହ ଏବେ ଆମେରିକାକୁ ନାଲି ଆଖି ଦେଖାଉଥିବାରୁ ଆମେରିକା ପ୍ରତିରକ୍ଷା ସଚିବ ଏହାର ଦୃଢ଼ ଜବାବ ଦେଇଛନ୍ତି। ସେ କହିଛନ୍ତି ଯେ ଚୀନ ନିଜର ପ୍ରତିରକ୍ଷା ଖର୍ଚ୍ଚ ଦ୍ରୁତ ଗତିରେ ବଢ଼ାଉଛି। ଆମେରିକାର ସମକକ୍ଷ ହେବାପାଇଁ ଚୀନ ଏଭଳି ନୀତିରେ କାମ କରୁଛି ବୋଲି ସେଥ କହିଛନ୍ତି।

Leave a comment

Your email address will not be published. Required fields are marked *