Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ବଢୁଛି ବିଭିନ୍ନ ନଦୀର ଜଳସ୍ତର, ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ: ସୁରେଶ ପୂଜାରୀ

ବଢୁଛି ବିଭିନ୍ନ ନଦୀର ଜଳସ୍ତର, ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ: ସୁରେଶ ପୂଜାରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢୁଛି ।କୌଣସି ନଦୀରେ ଜଳସ୍ତର ବିପଦ ସଙ୍କେତ ଛୁଇଁ ନଥିଲେ ମଧ୍ୟ ଜଳସ୍ତର ବଢିବା କାରଣରୁ ଏହା ବିପଦ ସଂକେତ ଛୁଇଁବା ଆଶଙ୍କାକୁ ବଢ଼ାଇ ଦେଇଛି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ଅନ୍ୟ ପକ୍ଷରେ ଜିଲ୍ଲାପାଳ ମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି । ବନ୍ୟା ସ୍ଥିତି ଉପୁଜିଲେ ସରକାର ଏଥିପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ମଧ୍ୟ ଶ୍ରୀ ପୂଜାରୀ କହିଛନ୍ତି ।ବର୍ଷାରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ର କ୍ଷୟକ୍ଷତି ରିପୋର୍ଟ ମଗାଯାଇଛି । ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଆସିଲେ, କ୍ଷତିପୂରଣ ପାଇଁ ସରକାର ପଦକ୍ଷେପ ନେବେ ।

ଅନ୍ୟପଟେ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି ଯେ ହୀରାକୁଦରେ ୨୦ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି | ଘଣ୍ଟା ପ୍ରତି ୩ ଲକ୍ଷ ୩୪ ହଜାର ୭୩୫ କ୍ୟୁସେକ ଜଳ ନିଷ୍କାସନ ହେଉଛି |

ଆସନ୍ତାକାଲି ମୁଣ୍ଡୁଳିରେ ସାଢେ ୪ ଲକ୍ଷ କ୍ୟୁସେକ ଜଳ ପହଞ୍ଚିବ । ହେଲେ ଏହା ବିପଦ ସଂକୁଳ ତଳେ ରହିବ । ଯଦି ଉପର ମୁଣ୍ଡରେ ଅଧିକ ବର୍ଷା ହୁଏ ତେବେ ଅଧିକ ଗେଟ ଖୋଲିବା ନିଷ୍ପତ୍ତି ନିଆଯିବ । ବର୍ତ୍ତମାନ ସ୍ଥିତିରେ ଜଳ ଭଣ୍ଡାର ସ୍ତର ହ୍ରାସ ପାଉଛି, ଯାହା ଫଳରେ ମହାନଦୀ ତଳ ମୁଣ୍ଡରେ ବନ୍ୟା ସ୍ଥିତି ନାହିଁ ବୋଲି ସେ କହିଛନ୍ତି । ରେଙ୍ଗାଲି ଡ୍ୟାମରେ ଦୁଇଟି ଗେଟ ଖୋଲା ଯାଇଥିଲା ବେଳେ ବ୍ରାହ୍ମଣୀ ଓ ଖରସ୍ରୋତା ନଦୀ ତଳିଆ ଅଞ୍ଚଳରେ କୌଣସି ବନ୍ୟା ପରିସ୍ଥିତି ନାହିଁ ବୋଲି ସେ କହିଛନ୍ତି ।

Leave a comment

Your email address will not be published. Required fields are marked *