Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବନ୍ୟା ବିପନ୍ନଙ୍କ ପାଇଁ ଆସିଥିବା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଟ୍ରକର ପତ୍ତା ମିଳୁନି..

ବନ୍ୟା ବିପନ୍ନଙ୍କ ପାଇଁ ଆସିଥିବା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଟ୍ରକର ପତ୍ତା ମିଳୁନି..

ସଦର ଥାନାରେ ଯାଜପୁର ବ୍ଲକ୍ ଅଧ୍ୟକ୍ଷାଙ୍କ ଏତଲା

ଓଡ଼ିଶା ଲିଡ୍ସ(ଯାଜପୁର ସଦର): ଚଳିତ ବର୍ଷ ବନ୍ୟାରେ ଯାଜପୁର ବ୍ଲକର ବିଭିନ୍ନ ପଞ୍ଚାୟତ ପ୍ରଭାବିତ ହୋଇଛି। ବନ୍ୟାର ସ୍ଥିତି ଗମ୍ଭୀର ହୋଇଥିବାରୁ ବନ୍ୟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ଜିଲ୍ଲାର ସମସ୍ତ ବିଧାୟକ ଯାଜପୁର ଜିଲ୍ଲାର ବନ୍ୟା ଅଞ୍ଚଳ ଗ୍ରସ୍ତ କରି ପ୍ରଭାବିତ ଅଞ୍ଚଳର ଲୋକମାନଙ୍କ ସ୍ଥିତି ପରଖିଥିଲେ । ଏଭଳି ବିପତ୍ତି ସମୟରେ ଲୋକମାନଙ୍କୁ ସବୁ ପ୍ରକାରର ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ପରେ ଜିଲ୍ଲାର ଯାଜପୁର ବ୍ଲକର ବନ୍ୟା ବିପନ୍ନଙ୍କ ପାଇଁ ଗତ ୨୩ ତାରିଖ ରାତିରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଫଟୋଚିତ୍ର ଥିବା ଏକାଧିକ ଟ୍ରକରେ ରିଲିଫ୍ ସାମଗ୍ରୀ ବ୍ଲକକୁ ଆସିଥିଲା । କିନ୍ତୁ ଗତ ରାତିରେ ଦୁବୃର୍ତ୍ତ ମାନଙ୍କ ଦ୍ଵାରା ରିଲିଫ୍ ବୋଝେଇ ଟ୍ରକ ଗୁଡ଼ିକ ହଡ଼ପ ହୋଇଥିବା ଜଣାପଡିଛି। ଏ ନେଇ ଯାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ସ୍ୱର୍ଣ୍ଣଲତା ପରିଡ଼ା ସଦର ଥାନାରେ ଏକ ଏତଲା ଦେଇଥିବା ଜଣାପଡିଛି । ଅଧ୍ୟକ୍ଷାଙ୍କ ସହ ଯାଜପୁର ବିଧାୟିକାଙ୍କ ବ୍ଲକ୍ ପ୍ରତିନିଧି ପ୍ରକାଶ ତ୍ରିପାଠୀ, ବ୍ଲକ୍ ବିଜୁ ଜନତା ଦଳର ସଭାପତି ପରେଶ ବିଶ୍ଵାଳ, ତୁଷାରକାନ୍ତି ପରିଡ଼ା, ୩୦ ନମ୍ୱର୍ ଜୋନର ଜିଲ୍ଲା ପରିଷଦ ସଦସ୍ୟଙ୍କ ପ୍ରତିନିଧି ଅମିତ ରାଉତ, ମହେଶ୍ୱରପୁର ସରପଞ୍ଚ ସୁଜିତ୍ କୁମାର ରାୟ, ଜମଧର ସରପଞ୍ଚ ବାଦଲ ଖୁଣ୍ଟିଆ, ବିଚିତ୍ରପୁର ସରପଞ୍ଚ ଦେବାଶିଷ ପଣ୍ଡା, ବରୁଆଁ ସରପଞ୍ଚଙ୍କ ପ୍ରତିନିଧି ସେକ୍ ଗୋଲାମ ଅଲ୍ଲୀ, ଯୁବନେତା ଅଜୟ କୁମାର ମହାନ୍ତି, ବରିଷ୍ଠ ବିଜେଡି ନେତା ରସୁଲ ବକ୍ସ, ଶେଖ୍ ମୋଜାହିଦ୍ ପ୍ରମୁଖ ସଦର ଥାନାରେ ଉପସ୍ଥିତ ଥିଲେ। ପୋଲିସ ତୁରନ୍ତ ଏ ନେଇ ତଦନ୍ତ କରିବାକୁ ବିଜେଡି ପକ୍ଷରୁ ଦାବି ହୋଇଛି ।

Leave a comment

Your email address will not be published. Required fields are marked *