orissaleads

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

Blog Post

orissaleads > ଜିଲ୍ଲା > ଯାଜପୁର > ବରୀରେ ଜାତୀୟ ପ୍ରେସ୍ ଦିବସ ପାଳିତ

ବରୀରେ ଜାତୀୟ ପ୍ରେସ୍ ଦିବସ ପାଳିତ

ଓଡ଼ିଶା ଲିଡ୍ସ(ଯାଜପୁର) : ବରୀରେ ଆଜି ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି । ବରୀ ମାଉଣ୍ଡ ସ୍ଥିତ ବୁଢୀ ଜାଗୁଳାଇ ମନ୍ଦିର ପ୍ରାଙ୍ଗଣରେ ଡକ୍ଟର ଅଜୟ କୁମାର ଜେନାଙ୍କ ସଭାପତିତ୍ୱରେ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ପ୍ରଭାତ କୁମାର ମହାନ୍ତି, ସଞ୍ଜୟ କୁମାର ବେହେରା, ଚୈତନ୍ୟ ଚରଣ ଜେନା, ପ୍ରଶାନ୍ତ କୁମାର ଦ୍ୱିବେଦୀ, ସ୍ନେହାଂଶୁ ମହାନ୍ତି, ସତ୍ୟ ରଞ୍ଜନ କର ପ୍ରମୁଖ ଯୋଗଦେଇ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । କାର୍ଯକ୍ଷେତ୍ରରେ ଗଣମାଧ୍ୟମ ପ୍ରତିନିଧିମାନେ ଦିନକୁ ଦିନ ନିଜକୁ ଅସୁରକ୍ଷିତ ମଣୁଛନ୍ତି । ସେମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ସରକାରୀ ସ୍ତରରେ କୌଣସି ଆଇନ ପ୍ରଣୟନ କରିନାହାନ୍ତି । ଏପରିକି ପରିଣତ ବୟସରେ ସାମ୍ବାଦିକ ମାନଙ୍କ ପାଇଁ ପେନ୍‌ସନର ବ୍ୟବସ୍ଥା ମଧ୍ୟ କରୁ ନାହାନ୍ତି । ବିଭିନ୍ନ ସମୟରେ ସରକାର ସାମ୍ବାଦିକ ମାନଙ୍କୁ ବିଭିନ୍ନ ପ୍ରତିଶୃତି ଦେଇ ତାକୁ ପୂରଣ କରି ନାହାନ୍ତି । ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ଆଇନ ପ୍ରଣୟନ କରିବା ସହ ପରିଣତ ବୟସରେ ପେନ୍‌ସନ ପ୍ରଦାନ ପାଇଁ ବରୀଠାରେ ପାଳିତ ଜାତୀୟ ପ୍ରେସ୍ ଦିବସ ଅବସରରେ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯାଇଛି ।

କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ସୁରେଶ କର, ନିହାର ରଞ୍ଜନ ସାମଲ, ବିଶ୍ୱଭୂଷଣ ଜେନା, ଦର୍ଶନ ବେହେରା, ଅରୁଣ କୁମାର ବେହେରା, ଅରବିନ୍ଦ ମହାନ୍ତି, ସନ୍ତୋଷ କୁମାର ରାଉତ, ପ୍ରଭାତ କୁମାର ସାହୁ, ସୌମେନ୍ଦ୍ର ଯେନା, ବିଶ୍ଵଜିତ ମହାନ୍ତି, ଅମର ପଣ୍ଡା ପ୍ରମୁଖ ଯୋଗ ଦେଇଥିବାବେଳେ ଯୁବ ସାମ୍ବାଦିକ ସତ୍ୟଜିତ୍ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a comment

Your email address will not be published. Required fields are marked *