Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବରୀ-ରାମଚନ୍ଦ୍ରପୁର ରାସ୍ତା ଉପରେ ଓହଳି ରହିଛି ବାଉଁଶ ବୁଦା, ବିପଦରେ ପଥଚାରୀ ଓ ରାସ୍ତା

ବରୀ-ରାମଚନ୍ଦ୍ରପୁର ରାସ୍ତା ଉପରେ ଓହଳି ରହିଛି ବାଉଁଶ ବୁଦା, ବିପଦରେ ପଥଚାରୀ ଓ ରାସ୍ତା

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ବ୍ଳକର ପ୍ରମୁଖ ରାସ୍ତା ବରୀ-ରାମଚନ୍ଦ୍ରପୁର ରାସ୍ତା । ଏହି ରାସ୍ତା ଉପରେ ବରୀ ବ୍ଳକର ୨୯ ଗୋଟି ପଞ୍ଚାୟତ ନିର୍ଭରଶୀଳ । ଦୈନିକ ଶହ ଶହ ସଂଖ୍ୟାର ଗାଡି ଏହି ରାସ୍ତା ଦେଇ ଗତାଗତ କରୁଛି । ସେଥି ମଧ୍ୟରୁ ବହୁ ସଂଖ୍ୟାରେ ବଡ଼ ଗାଡି ମଧ୍ୟ ଗତାଗତ କରୁଛି । ଏବେ ଏହି ରାସ୍ତା ବରୀ ମାଉଣ୍ଡ ଠାରୁ ଦରଘା ପର୍ଯ୍ୟନ୍ତ ସମ୍ପ୍ରସାରଣ ହେଉଥିଲା ବେଳେ କଣିବାଙ୍କ ଠାରୁ ରାମଚନ୍ଦ୍ରପୁର ରାସ୍ତା ସମ୍ପ୍ରସାରିତ ହୋଇ ପିଚୁ ହୋଇ ସାରିଛି । କାମ ଚାଲିଥିବା ରାସ୍ତା ମଧ୍ୟ ନିକଟରେ ପିଚୁ ହେବ । ହେଲେ ଏହି ବ୍ୟସ୍ତ ବହୁଳ ରାସ୍ତା କଡରେ ବିଭିନ୍ନ ସ୍ଥାନରେ ବାଉଁଶ ବୁଦା ଗୁଡିକ ରାସ୍ତା ଉପରେ ଓହଳି ରହିଛି । ଯାହା ଗମନାଗମନରେ ବାଧା ସୃଷ୍ଟି କରୁଛି । ବିଶେଷ କରି ବର୍ଷା ଦିନରେ ଏହା ସମ୍ପୂର୍ଣ୍ଣ ଭାବେ ରାସ୍ତା ଉପରେ ଲଟକି ରହି ରାସ୍ତା ଅବରୋଧ କରୁଛି । ଅନ୍ୟ ପକ୍ଷରେ ବାଉଁଶ ବୁଦାରୁ ପାଣି ପଡି ପିଚୁ ନଷ୍ଟ ହୋଇ ରାସ୍ତା ଖାଲ ଖମାରେ ପୂର୍ଣ୍ଣ ହେଉଛି । ଏ ନେଇ ପ୍ରଶାସନ ପଦକ୍ଷେପ ନେଇ ରାସ୍ତା କଡରେ ଥିବା ବାଉଁଶ ଗଛ ଗୁଡ଼ିକୁ କାଟି ସଫା କରିବାକୁ ପଦକ୍ଷେପ ନେବା ଜରୁରୀ ହୋଇଛି ବୋଲି ମତ ପ୍ରକାଶ ପାଇଛି ।

Leave a comment

Your email address will not be published. Required fields are marked *